• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୨୫ରୁ ମାର୍ଚ୍ଚ ୩୧ ୨୦୨୪: ଏହି ସପ୍ତାହରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ମିଳିବ । ଆଇନ ଅଦାଲତରୁ ସୁଫଳ ପାଇବେ ,ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।

Capricorn

ମକର

Monday 25 Mar 2024

ନିଜର ଆଚରଣ ବା କଥା କହିବା ଉପରେ ଧ୍ୟାନ ରଖନ୍ତୁ । ଗୁରୁଜନ ଓ ଶିଶୁ ମାନଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦେବା ନିତ୍ୟାନ୍ତ ଆବଶ୍ୟକ । ବିଭିନ୍ନ ଦିଗରେ ଖର୍ଚ୍ଚ ପରିମାଣ ବଢ଼ିଯିବ। ଭ୍ରମଣହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଶିଳ୍ପ ବାଣିଜ୍ୟରେ ଉନ୍ନତି, କଳା ସାହିତ୍ୟରେ ପ୍ରଶଂସା ଏବଂ ସଂଗଠନ ଓ ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ। ବିଶିଷ୍ଟ ବ୍ୟକ୍ତିଙ୍କ ଗହଣରେ ସମ୍ମାନିତ ହେବାର ସୌଭାଗ୍ୟ ପାଇବେ। ଆଗାମୀ ମାଙ୍ଗଳିକ କାର‌୍ୟ୍ୟ ସକାଶେ ତପତ୍ରତା ପ୍ରକାଶ କରିବେ।

ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :