• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୭ ମାର୍ଚ୍ଚରୁ ୨ ଏପ୍ରିଲ ୨୦୨୩: ଏହି ସପ୍ତାହରେ ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ

ଏହି ସପ୍ତାହରେ ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ । ଏହି ସପ୍ତାହରେ ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ ।

Taurus

ବୃଷ

Monday 27 Mar 2023

କୃତିକା- ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।

ରୋହିଣୀ- ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସରସ ସୁନ୍ଦର କରିବେ । ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ

ମୃଗଶିରା- ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :