• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୭ ମାର୍ଚ୍ଚରୁ ୨ ଏପ୍ରିଲ ୨୦୨୩: ଏହି ସପ୍ତାହରେ ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ

ଏହି ସପ୍ତାହରେ ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ । ଏହି ସପ୍ତାହରେ ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ ।

Gemini

ମିଥୁନ

Monday 27 Mar 2023

ମୃଗଶିରା- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ ।

ଆଦ୍ରା- ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି ।

ପୁନର୍ବସୁ- ରାଜନୀତିରେ ପ୍ରଗତିର ଭାବମୂର୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ । ମହିଳା ମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ ।

ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :