• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୭ ମାର୍ଚ୍ଚରୁ ୨ ଏପ୍ରିଲ ୨୦୨୩: ଏହି ସପ୍ତାହରେ ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ

ଏହି ସପ୍ତାହରେ ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ । ଏହି ସପ୍ତାହରେ ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ ।

Cancer

କର୍କଟ

Monday 27 Mar 2023

ପୁନର୍ବସୁ- ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ ।

ପୁଷ୍ୟା- ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ ।

ଅଶ୍ଳେଷା- ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ । ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରତ୍ମକ ଚିନ୍ତାଧାରା ମନଭିତରେ ସୃଷ୍ଟି କରିବେ ।

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :