• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୭ ମାର୍ଚ୍ଚରୁ ୨ ଏପ୍ରିଲ ୨୦୨୩: ଏହି ସପ୍ତାହରେ ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ

ଏହି ସପ୍ତାହରେ ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ । ଏହି ସପ୍ତାହରେ ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ ।

Virgo

କନ୍ୟା

Monday 27 Mar 2023

ଉ- ଫାଲ୍‌ଗୁନୀ- ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।

ହସ୍ତା- ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ

ଚିତ୍ରା- ସୁଖ, ସମୃଦ୍ଧି ବଢିବ, ମହିଳା ମାନେ ସମ୍ମାନୀୟ ହେବେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି

ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :