• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୭ ମାର୍ଚ୍ଚରୁ ୨ ଏପ୍ରିଲ ୨୦୨୩: ଏହି ସପ୍ତାହରେ ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ

ଏହି ସପ୍ତାହରେ ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ । ଏହି ସପ୍ତାହରେ ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ ।

Libra

ତୁଳା

Monday 27 Mar 2023

ଚିତ୍ରା- ପୁରୁଣା କାମ ପୂରା କରିବା ପାଇଁ ଦିନଟି ଭଲ ରହିବ । ପ୍ରଶଂସା ପ୍ରାପ୍ତିର ସୈଭାଗ୍ୟ ଅର୍ଜନ କରିପାରନ୍ତି । ଦୀର୍ଘ ଦିନର ଅଭିଳାଷା ସାଙ୍ଗକୁ ଆର୍ଥିକ ଉନ୍ନତିର ମାର୍ଗ ସୁଗମ ହୋଇଯିବ ।

ସ୍ୱାତୀ- ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ ।

ବିଶାଖା- ସମ୍ପତି ପାଇଁ ସାମାନ୍ୟ ମତାନ୍ତର ସୃଷ୍ଟି ହୋଇପାରେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ମହିଳା ମାନେ ଉତ୍ସାହିତ ରହିବେ

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :