• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୭ ମାର୍ଚ୍ଚରୁ ୨ ଏପ୍ରିଲ ୨୦୨୩: ଏହି ସପ୍ତାହରେ ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ

ଏହି ସପ୍ତାହରେ ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ । ଏହି ସପ୍ତାହରେ ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ ।

Scorpio

ବିଛା

Monday 27 Mar 2023

ବିଶାଖା- ସ୍ୱାସ୍ଥ୍ୟରେ ଉନ୍ନତି ହେବ । କର୍ମ କ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ଆପଣଙ୍କର କର୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ

ଅନୁରାଧା- ବୈବାହିକ ଜୀବନରେ ମଧୁରତା ଆସିପାରେ । ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ସାମାଜିକ ସ୍ତରରେ ପ୍ରଂଶସିତ ହୋଇପାରନ୍ତି । ଛାତ୍ରଛାତ୍ରି ମାନେ ଉଚ୍ଚଭିଳାଷୀ ହେବେ

ଜ୍ୟୋଷ୍ଠା- ଚାକିରୀ କ୍ଷେତ୍ରରେ ସମସ୍ତଙ୍କ ପ୍ରିୟ ପାତ୍ର ହୋଇ ପାରନ୍ତି । ନୂଆ ଯାନବାହନ କିଣିବେ । ମହିଳା ମାନଙ୍କୁ ପୂର୍ଣ୍ଣ ସମର୍ଥନ ମିଳିବ ।

ପ୍ରତିକାର – ଭୋକିଲା ଲୋକଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :