• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୭ ମାର୍ଚ୍ଚରୁ ୨ ଏପ୍ରିଲ ୨୦୨୩: ଏହି ସପ୍ତାହରେ ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ

ଏହି ସପ୍ତାହରେ ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ । ଏହି ସପ୍ତାହରେ ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ ।

Capricorn

ମକର

Monday 27 Mar 2023

ଉ, ଷାଢା- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ପିତାମାତାଙ୍କ ସାହାର୍ଯ୍ୟ ଓ ସହଯୋଗ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ

ଶ୍ରବଣା- ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ ।

ଧନିଷ୍ଠା- ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :