• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୬ ମାର୍ଚ୍ଚରୁ ୧୨ ମାର୍ଚ୍ଚ ୨୦୨୩: ଏହି ସପ୍ତାହରେ ନୂତନ ଗୃହ,ବାହନ ଜାଗା ,ଜମି କ୍ରୟ କରିବାର ଯୋଗ ଅଛି

ଏହି ସପ୍ତାହରେ ଆର୍ଥିକ କ୍ଷେତ୍ରରେ ପରିବର୍ତନ ହେବା ଫଳରେ ପରିବାରରେ ସୁଖଶାନ୍ତି ଦେଖାଦେବ । ବିଦେଶ ଯାତ୍ରା ଯୋଗ ରହିଛି । ଏହି ସପ୍ତାହରେ ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ ।

Leo

ସିଂହ

Tuesday 07 Mar 2023

ଚର୍ମ ରୋଗ ଦେଖାଦେଇପାରେ । ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ ଆଦି ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ମିତ୍ରମାନଙ୍କ ଦ୍ୱାରା ଲାଭ ମିଳିବ ଓ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଶ୍ଚିନ୍ତା ବଢିଯିବ ।

ପ୍ରତିକାର – ରାମାଙ୍କର ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :