• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୬ ମାର୍ଚ୍ଚରୁ ୧୨ ମାର୍ଚ୍ଚ ୨୦୨୩: ଏହି ସପ୍ତାହରେ ନୂତନ ଗୃହ,ବାହନ ଜାଗା ,ଜମି କ୍ରୟ କରିବାର ଯୋଗ ଅଛି

ଏହି ସପ୍ତାହରେ ଆର୍ଥିକ କ୍ଷେତ୍ରରେ ପରିବର୍ତନ ହେବା ଫଳରେ ପରିବାରରେ ସୁଖଶାନ୍ତି ଦେଖାଦେବ । ବିଦେଶ ଯାତ୍ରା ଯୋଗ ରହିଛି । ଏହି ସପ୍ତାହରେ ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ ।

Libra

ତୁଳା

Tuesday 07 Mar 2023

ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ । ଗୃହରେ ସବୁ ସଦସ୍ୟଙ୍କ ଧ୍ୟାନ ରଖିଲେ ସକାରତ୍ମକ ପରିବେଶ ସୃଷ୍ଟି ହେବ । ଭାଇ-ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ । ସରକାରୀ କ୍ଷେତ୍ରରେ ପରୀକ୍ଷା ଦେଲେ ଉତିର୍ଣ୍ଣ ହେବେ । ଆର୍ଥିକ କ୍ଷେତ୍ରରେ ଉତମ ପରିମାଣ ପ୍ରାପ୍ତ ହେବ । ଦୃଢସଂକଳ୍ପ ଓ ଆତ୍ମବିଶ୍ୱାସ ଭରପୁର ରହିବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ ।

ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :