• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୧ ନଭେମ୍ବରରୁ ୨୭ ନଭେମ୍ବର, ଏହି ସପ୍ତାହରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ

ଏହି ସପ୍ତାହରେ ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଛାତ୍ରଛାତ୍ରୀ ବିଦ୍ୟାରେ ସଫଳ ହେବେ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ପ୍ରଂଶସିତ ହେବେ ।

Aries

ମେଷ

Monday 21 Nov 2022

ଆର୍ଥିକ ସମସ୍ୟା ଦୂର ହୋଇଯିବ । ଆପଣଙ୍କ କାର୍ଯ୍ୟ ପାଇଁ ଅନ୍ୟମାନଙ୍କ ଉପରେ ଅଧିକ ନିର୍ଭର କରନ୍ତୁ ନାହିଁ । ଉତ୍ପାଦନ ସହିତ ଜଡିତ ବ୍ୟବସାୟ ବୃଦ୍ଧି ପାଇବା ସହ କୈାଣସି ସଂସ୍ଥାରୁ ସମ୍ମାନ ପାଇବାର ସମ୍ଭାବନା ଅଛି । ଉଚ୍ଚାଧିକାରୀ ମାନଙ୍କ ସହିତ ସମ୍ପର୍କ ଖରାପ ହେବାକୁ ଦିଅନ୍ତୁ ନାହିଁ । ଛାତ୍ରଛାତ୍ରୀ ବିଦ୍ୟାର ସଫଳ ହେବେ । ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ସମ୍ପର୍କ ନିବିଡ ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ।

ପ୍ରତିକାର - “ଓଁ ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :