• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୧ ନଭେମ୍ବରରୁ ୨୭ ନଭେମ୍ବର, ଏହି ସପ୍ତାହରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ

ଏହି ସପ୍ତାହରେ ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଛାତ୍ରଛାତ୍ରୀ ବିଦ୍ୟାରେ ସଫଳ ହେବେ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ପ୍ରଂଶସିତ ହେବେ ।

Taurus

ବୃଷ

Monday 21 Nov 2022

ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ଈଚ୍ଚା ନଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ପିଲାମାନଙ୍କ ପାଠପଢାକୁ ନେଇ ଖୁସି ରହିବେ । ଯାନବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଂଶସିତ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଶତୃ ବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେଇପାରେ । ପରିବାରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ ।

ପ୍ରତିକାର – “ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :