• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୧ ନଭେମ୍ବରରୁ ୨୭ ନଭେମ୍ବର, ଏହି ସପ୍ତାହରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ

ଏହି ସପ୍ତାହରେ ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଛାତ୍ରଛାତ୍ରୀ ବିଦ୍ୟାରେ ସଫଳ ହେବେ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ପ୍ରଂଶସିତ ହେବେ ।

Aquarius

କୁମ୍ଭ

Monday 21 Nov 2022

କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଅପ୍ରତ୍ୟାଶିତ ସଂମ୍ପତି ମିଳିବାର ସୂଚନା ଅଛି । ଚାକିରିରେ ହାକିମଙ୍କ ପ୍ରତି ଭୟ ରହିବ । ପାରିବାରିକ ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ । ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସଂମ୍ପର୍କ ବୃଦ୍ଧି ହେବ । ମହିଳା ମାନେ ବିଭିନ୍ନ ପ୍ରକାର ଲାଭର ସୈାଭାଗ୍ୟ ଲାଭ କରବେ । ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି ।

ପ୍ରତିକାର – “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :