• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୧ ନଭେମ୍ବରରୁ ୨୭ ନଭେମ୍ବର, ଏହି ସପ୍ତାହରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ

ଏହି ସପ୍ତାହରେ ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଛାତ୍ରଛାତ୍ରୀ ବିଦ୍ୟାରେ ସଫଳ ହେବେ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ପ୍ରଂଶସିତ ହେବେ ।

Pisces

ମୀନ

Monday 21 Nov 2022

ଭାଗ୍ୟ ଉଦ୍ୟୋଗି ହେବା ସହିତ, ବ୍ୟବସାୟ – ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ - ପ୍ରୀତି ବୃଦ୍ଧି ପାଇବ । ଜମିଜମାକୁ ନେଇ ଶତୃ ଉପୁଜିବେ । ଧର୍ମ ଭାବନାରୁ ମନ ଦୂରେଇବେ । ପାରିବାରିକ ମନମାଳିନ୍ୟ ଦେଖାଦେବ । ପଢାପଢିରେ ସର୍ମ୍ପୂର୍ଣ୍ଣ ଅବହେଳା କରିବେ । ଉପରିସ୍ଥ କର୍ମଚାରିଙ୍କ ନେତୃତରେ କାର୍ଯ୍ୟ ସମ୍ପାଦନା କରିବେ । ବନ୍ଧୁ ମିଳନ ହୋଇପାରେ । ଆର୍ଥିକ ଲାଭ ସହିତ ସମ୍ପତି ବୃଦ୍ଧି ହେବ ।

ପ୍ରତିକାର – “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :