• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୧ ନଭେମ୍ବରରୁ ୨୭ ନଭେମ୍ବର, ଏହି ସପ୍ତାହରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ

ଏହି ସପ୍ତାହରେ ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଛାତ୍ରଛାତ୍ରୀ ବିଦ୍ୟାରେ ସଫଳ ହେବେ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ପ୍ରଂଶସିତ ହେବେ ।

Gemini

ମିଥୁନ

Monday 21 Nov 2022

ବ୍ୟବସାୟୀ ମାନଙ୍କ କାରବାର ବଢିବା ସହ ମନମୁତାବକ ଲାଭବାନ୍ ହେବାର ସମ୍ଭାବନା ଅଛି । ରାଜନୈତିକ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧି ହେବା ଯୋଗେ ବିଜୟୀ ହେବେ । ମନୋରଞନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍ । ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ ।

ପ୍ରତିକାର – “ଓଁ ଐଂ ସ୍ତ୍ରୀ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :