• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୧ ନଭେମ୍ବରରୁ ୨୭ ନଭେମ୍ବର, ଏହି ସପ୍ତାହରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ

ଏହି ସପ୍ତାହରେ ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଛାତ୍ରଛାତ୍ରୀ ବିଦ୍ୟାରେ ସଫଳ ହେବେ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ପ୍ରଂଶସିତ ହେବେ ।

Cancer

କର୍କଟ

Monday 21 Nov 2022

ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଶିକ୍ଷାକ୍ଷେତ୍ରରେ ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ପ୍ରଂଶସିତ ହେବେ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ । ଆଚାର ବ୍ୟବହାର,କଥାବାର୍ତାରେ ଆୟତ ନ ରଖିଲେ ଅସୁବିଧାରେ ପଡିପାରନ୍ତି ।

ପ୍ରତିକାର – “ଓଁ ଶ୍ରୀଂ କ୍ରୀଂ ଚଂ ଚନ୍ଦ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :