• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୧ ନଭେମ୍ବରରୁ ୨୭ ନଭେମ୍ବର, ଏହି ସପ୍ତାହରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ

ଏହି ସପ୍ତାହରେ ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଛାତ୍ରଛାତ୍ରୀ ବିଦ୍ୟାରେ ସଫଳ ହେବେ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ପ୍ରଂଶସିତ ହେବେ ।

Leo

ସିଂହ

Monday 21 Nov 2022

ଭବିଷ୍ୟତ ପାଇଁ ଯୋଜନା କରି ପୁଞି ନିବେଶ କରିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର୍ଯ୍ୟ କ୍ଷେତ୍ରରେ ପରିବର୍ତନ ହେବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ୍ ହେବାର ସମ୍ଭାବନା ଅଛି । ଛାତ୍ରଛାତ୍ରୀ ମାନେ ମିତ୍ରଙ୍କ ସାହାଯ୍ୟ ଦ୍ୱାରା ପଢାରେ ଆଗେଇବେ । କୁଟୁମ୍ଭ ବାଦବିବାଦ ଦୂରେଇ ଯିବ ।

ପ୍ରତିକାର – “ଓଁ ହ୍ଲୀଂ ହ୍ଲୀଂ ସୂର୍ଯ୍ୟାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :