• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୧ ନଭେମ୍ବରରୁ ୨୭ ନଭେମ୍ବର, ଏହି ସପ୍ତାହରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ

ଏହି ସପ୍ତାହରେ ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଛାତ୍ରଛାତ୍ରୀ ବିଦ୍ୟାରେ ସଫଳ ହେବେ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ପ୍ରଂଶସିତ ହେବେ ।

Virgo

କନ୍ୟା

Monday 21 Nov 2022

ବ୍ୟବସାୟରେ ଭାଗିଦାରୀଙ୍କ ସହ ମତାନ୍ତର ଦୂରେଇ ଯିବ । ସ୍ୱାସ୍ଥ୍ୟରେ ପରିବର୍ତନ ଆସି ଶାରୀରିକ କଷ୍ଟ ଦୂର ହେବ । ପିଲା ମାନଙ୍କ ପଢାକୁ ନେଇ ମନ ଖୁସି ରହିବ ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଆନନ୍ଦିତ ହେବେ । କାରବାରରେ ପରିବର୍ତନ କରିବାର ଇଚ୍ଚା ଜାଗ୍ରତ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ସାମ୍ବାଦିକମାନେ କୈାଣସି ଶୁଭ ସମାଚାର ଶୁଣିବାକୁ ପାଇବେ । ସମାଜ ସେବା କାର୍ଯ୍ୟରେ ଯୋଗ ଦେବେ ।

ପ୍ରତିକାର – “ଓଁ ଐଂ ସ୍ତ୍ରୀ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :