• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୧ ନଭେମ୍ବରରୁ ୨୭ ନଭେମ୍ବର, ଏହି ସପ୍ତାହରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ

ଏହି ସପ୍ତାହରେ ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଛାତ୍ରଛାତ୍ରୀ ବିଦ୍ୟାରେ ସଫଳ ହେବେ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ପ୍ରଂଶସିତ ହେବେ ।

Libra

ତୁଳା

Monday 21 Nov 2022

କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ରାଜନୀତିରେ ସୁନାମ ବଢିବା ସହ ଆୟ ଉତମ ହେବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ । ବ୍ୟବସାୟରେ ଆୟର ସ୍ରୋତ ଖୋଲିଯିବ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇ ବାକୁ ବାଧ୍ୟ ହେବେ ।

ପ୍ରତିକାର – “ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :