• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୧ ନଭେମ୍ବରରୁ ୨୭ ନଭେମ୍ବର, ଏହି ସପ୍ତାହରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ

ଏହି ସପ୍ତାହରେ ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଛାତ୍ରଛାତ୍ରୀ ବିଦ୍ୟାରେ ସଫଳ ହେବେ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ପ୍ରଂଶସିତ ହେବେ ।

Sagittarius

ଧନୁ

Monday 21 Nov 2022

ସୁଖରେ ସମୟ ଅତିବାହିତ କରିବେ । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କ୍ଷେତ୍ରରେ ସଫଳତା ମିଳିପାରେ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଚାକିରି କ୍ଷେତ୍ରରେ ଅଧୀନସ୍ଥ କର୍ମଚାରୀ ହଇରାଣରେ ପକାଇ ପାରନ୍ତି । ପାରିବାରିକ ସହଯୋଗ ମିଳିବା ଦ୍ୱାରା ଧନ ଲାଭର ସୁଯୋଗ ଆସିବ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି । ବନ୍ଧୁ ମାନଙ୍କ ସହିତ ବୁଲାବୁଲିରେ ସମୟ ଅତିବାହିତ କରିବେ ।

ପ୍ରତିକାର - “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :