• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୧ ନଭେମ୍ବରରୁ ୨୭ ନଭେମ୍ବର, ଏହି ସପ୍ତାହରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ

ଏହି ସପ୍ତାହରେ ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଛାତ୍ରଛାତ୍ରୀ ବିଦ୍ୟାରେ ସଫଳ ହେବେ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ପ୍ରଂଶସିତ ହେବେ ।

Capricorn

ମକର

Monday 21 Nov 2022

ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ । ସାମୟିକ ଦେହପିଡା, ଓ ବନ୍ଧୁ ବିୟୋଗ ଦେଖାଦେବ । କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁଁ ହଇରାଣ ହୋଇ ପାରନ୍ତି । ଆର୍ଥିକ ଲାଭ ତଥା ଭୂମି, ସୁନା ଆଦି ଲାଭ କରିବେ । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ବନ୍ଧୁ ପରିଜନଙ୍କ ଠାରୁ ପ୍ରଶଂସିତ ହେବେ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଚାକିରି କ୍ଷେତ୍ରରେ କୁଚକ୍ରାନ୍ତ ବଶବର୍ତୀ ହୋଇ କ୍ଷୋଭ କରିବେ ।

ପ୍ରତିକାର – “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :