• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୮ ନଭେମ୍ବରରୁ ୪ ଡିସେମ୍ବର, ଏହି ସପ୍ତାହରେ ବିବାହ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇଯିବ

ଏହି ସପ୍ତାହରେ ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ । ବ୍ୟବସାୟୀଙ୍କୁ ଲାଭ ମିଳିବ ,ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ଏହି ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।

Taurus

ବୃଷ

Monday 28 Nov 2022

ଆପଣ କୈାଣସି ବିଷୟରେ ବଡ ନିଷ୍ପତି ନେଇପାରନ୍ତି । ପରିବାରରେ ସୁଖ ଶାନ୍ତିର ପରିବେଶ ରହିବ । ବେପାରୀ ବର୍ଗଙ୍କୁ ଅଚାନକ ଧନଲାଭ ହେବ । ଅଫିସ୍‌ରେ ଆପଣଙ୍କ କାମରେ ଖୁସି ହୋଇ କର୍ତୁପକ୍ଷ ଉପହାର ଦେବେ । ଶାନ୍ତ ରହି ପ୍ରଥମେ ନିଜର ପ୍ରାଥମିକତା ସ୍ଥିର କରନ୍ତୁ ନିଜର ବ୍ୟବହାର ନମ୍ର ରଖନ୍ତୁ । ମହିଳା ମାନଙ୍କର ଦିନଟି ଶୁଭ ରହିବ । ରାଜନେତାଙ୍କ ସାମାଜିକ ସ୍ଥର ବଢିବ । ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ । ଆର୍ଥିକ ସଫଳତା ପାଇବେ ।

ପ୍ରତିକାର -“ଓଁ ଗୋପାଳାୟ ଉତରଧ୍ୱଜାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :