• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୮ ନଭେମ୍ବରରୁ ୪ ଡିସେମ୍ବର, ଏହି ସପ୍ତାହରେ ବିବାହ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇଯିବ

ଏହି ସପ୍ତାହରେ ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ । ବ୍ୟବସାୟୀଙ୍କୁ ଲାଭ ମିଳିବ ,ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ଏହି ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।

Aquarius

କୁମ୍ଭ

Monday 28 Nov 2022

ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନ ମୁତାବକ ଲାଭବାନ୍ ହୋଇପାରିବ । ସହକର୍ମୀଙ୍କ ସହ ଶତୃତା ଦୂରେଇ ଯିବ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାରେ ଉତ୍କୃଷ୍ଟ ଫଳ ପାଇବେ । ସାମାଜିକ କ୍ଷେତ୍ରରେ ପ୍ରଂଶସିତ ହେବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ଆର୍ଥିକ ସମସ୍ୟାରୁ ଚୁକ୍ତି ମିଳିବ ବା ପୂର୍ବରୁ କରିଥିବା ଋଣରୁ ମୁକ୍ତି ପାଇ ପାରିବେ ।

ପ୍ରତିକାର - “ଓଁ ଶ୍ରୀଂ ଉପେନ୍ଦ୍ରାୟ ଅଚ୍ୟୁତାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :