• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୮ ନଭେମ୍ବରରୁ ୪ ଡିସେମ୍ବର, ଏହି ସପ୍ତାହରେ ବିବାହ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇଯିବ

ଏହି ସପ୍ତାହରେ ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ । ବ୍ୟବସାୟୀଙ୍କୁ ଲାଭ ମିଳିବ ,ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ଏହି ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।

Pisces

ମୀନ

Monday 28 Nov 2022

ଆପଣଙ୍କ ମସ୍ତିସ୍କରେ ନୂଆ ନୂଆ ଚିନ୍ତା ରହିବ । ନୂଆ କାମରେ ରୁଚି ବଢିବ । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ । ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିରେ ପ୍ରସ୍ତାବ ମିଳିପାରେ । ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ । ଉଚ୍ଚ କର୍ମ କର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ହଜମ ଶକ୍ତି ଓ ପେଟ ରୋଗ ମଧ୍ୟ ଦେଖାଦେବ ।

ପ୍ରତିକାର - “ଓଁ କ୍ଳୀଂ ଉଦ୍‌ଧୃତାୟ ଉଦ୍ଧାରିଣ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :