• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୮ ନଭେମ୍ବରରୁ ୪ ଡିସେମ୍ବର, ଏହି ସପ୍ତାହରେ ବିବାହ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇଯିବ

ଏହି ସପ୍ତାହରେ ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ । ବ୍ୟବସାୟୀଙ୍କୁ ଲାଭ ମିଳିବ ,ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ଏହି ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।

Gemini

ମିଥୁନ

Monday 28 Nov 2022

ଘରର ବାତାବରଣ ଶାନ୍ତିମୟ ରହିବ । ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । କ୍ୟାରିୟର ଗଢିବା ପାଇଁ ନୂଆ ସୁଯୋଗ ପାଇବେ । ଜମି କିଣିବା ଲାଗି ସୁନ୍ଦର ଯୋଗ ଅଛି । ପୁଞିବଜାରରେ ନିବେଶ କଲେ ଭବିଷ୍ୟତରେ ଲାଭ ପାଇବେ । ପ୍ରଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ । ମନର ନକାରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ । ବ୍ୟବସାୟରେ ନୂତନ ଚୁକ୍ତିନାମା ପାଇବା ସମ୍ଭାବନା ଅଛି ।

ପ୍ରତିକାର -“ ଓଁ କ୍ଲୀଂ କୃଷ୍ଣାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :