• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୮ ନଭେମ୍ବରରୁ ୪ ଡିସେମ୍ବର, ଏହି ସପ୍ତାହରେ ବିବାହ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇଯିବ

ଏହି ସପ୍ତାହରେ ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ । ବ୍ୟବସାୟୀଙ୍କୁ ଲାଭ ମିଳିବ ,ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ଏହି ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।

Cancer

କର୍କଟ

Monday 28 Nov 2022

ବ୍ୟବସାୟରେ ପରିବାରର ସହଯୋଗ ପାଇବେ । ପ୍ରଶାସନିକ କାମ ଧୈର୍ଯ୍ୟର ସହ କରନ୍ତୁ । ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ । ଜୀବନସାଥୀର ସମର୍ଥନ ଓ ପ୍ରେମ ପାଇବେ । ପୂର୍ବ କମ୍ପାନୀର ଅନୁଭବ ଆପଣଙ୍କ କାମରେ ସହାୟ ହେବ । ଧର୍ମକାର୍ଯ୍ୟରେ ଖର୍ଚ୍ଚ କରିପାରନ୍ତି । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ମାନା କରିପାରିବେ ନାହିଁ ।

ପ୍ରତିକାର - “ଓଁ ହିରଣ୍ୟଗର୍ଭାୟ ଅବ୍ୟକ୍ତରୂପିଣେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :