• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୮ ନଭେମ୍ବରରୁ ୪ ଡିସେମ୍ବର, ଏହି ସପ୍ତାହରେ ବିବାହ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇଯିବ

ଏହି ସପ୍ତାହରେ ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ । ବ୍ୟବସାୟୀଙ୍କୁ ଲାଭ ମିଳିବ ,ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ଏହି ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।

Leo

ସିଂହ

Monday 28 Nov 2022

ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ । ଅଫିସ୍‌ରେ ଆପଣଙ୍କର କାମରେ ପ୍ରଂଶସା ହେବ । ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ । କର୍ମ କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ କୈାଣସି ଭୁଲ୍ କାମରେ ଫସିଯିବେ । ପରିବାରରେ ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବ ।

ପ୍ରତିକାର - “ଓଁ କ୍ଳୀଂ ବ୍ରହ୍ମଣେ ଜଗଦାଧାରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :