• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୮ ନଭେମ୍ବରରୁ ୪ ଡିସେମ୍ବର, ଏହି ସପ୍ତାହରେ ବିବାହ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇଯିବ

ଏହି ସପ୍ତାହରେ ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ । ବ୍ୟବସାୟୀଙ୍କୁ ଲାଭ ମିଳିବ ,ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ଏହି ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।

Libra

ତୁଳା

Monday 28 Nov 2022

ବ୍ୟବସାୟରେ ଉନ୍ନତି ହେବ । ପ୍ରିୟତମଙ୍କ ସହିତ ସମ୍ବନ୍ଧ ଭଲ ରହିବ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । ରାଜନେତାଙ୍କ ପାଇଁ ଦିନଟି ଭଲ ରହିବ । ନିଜ କ୍ରୋଧ ଉପରେ ଆୟତ ରଖନ୍ତୁ । ସରକାରୀ କ୍ଷେତ୍ରରେ ଲାଭ ହେବାର ସମ୍ଭାବନା ଅଛି । ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ସନ୍ତାନର ସଫଳତା ଯୋଗୁଁ ଖୁସିର ପରିବେଶ ରହିବ ।

ପ୍ରତିକାର - “ଓଁ ତତ୍ୱ ନିରଞନାୟ ତାରକରାମାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :