• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୮ ନଭେମ୍ବରରୁ ୪ ଡିସେମ୍ବର, ଏହି ସପ୍ତାହରେ ବିବାହ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇଯିବ

ଏହି ସପ୍ତାହରେ ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ । ବ୍ୟବସାୟୀଙ୍କୁ ଲାଭ ମିଳିବ ,ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ଏହି ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।

Scorpio

ବିଛା

Monday 28 Nov 2022

ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ୱାରା ଲାଭ ପାଇବେ ଓ ଆଗକୁ ବଢିବା ସମ୍ଭବ ହେବ । ଦୂରଯାତ୍ରା କରିବାର ସୁଯୋଗ ପାଇ ବିଶେଷ ଆନନ୍ଦ ହେବେ । ପୂର୍ବସମସ୍ୟା ସମାଧାନ ହୋଇ ବ୍ୟବସାୟ ବିସ୍ତାର କରିବାକୁ ଯୋଜନା କରି ପାରିବେ । କୈାଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ଶାରୀରିକ ସୁସ୍ଥତା ଦେଖା ଦେବା ସହ ହରାଇ ଥିବା ଧନ ପ୍ରାପ୍ତି ହେବ । ଧାର୍ମିକ କାର୍ଯ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ ।

ପ୍ରତିକାର - “ଓଁ ନାରାୟଣାୟ ସୁରସିଂହାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :