• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୮ ନଭେମ୍ବରରୁ ୪ ଡିସେମ୍ବର, ଏହି ସପ୍ତାହରେ ବିବାହ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇଯିବ

ଏହି ସପ୍ତାହରେ ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ । ବ୍ୟବସାୟୀଙ୍କୁ ଲାଭ ମିଳିବ ,ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ଏହି ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।

Capricorn

ମକର

Monday 28 Nov 2022

ସୁଖ, ସମ୍ପଦ ପ୍ରାପ୍ତି ହେବା ସହ ନୂଆ କାର୍ଯ୍ୟ କିଛି ଆରମ୍ଭ କରିବା ପାଇଁ ମନ ବଳେଇବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ବ୍ୟବସାୟ ସଂସ୍ଥାନ ସାଫଲ୍ୟ ଦାୟକ ହେବ । ବାଦବିବାଦ ଠାରୁ ଦୂରେଇ ରହିବାକୁ ଚେଷ୍ଟା କରନ୍ତୁ ନଚେତ୍ ବହୁତ ସମସ୍ୟାର ସମ୍ମୁଖିନ ହେବାକୁ ପଡିପାରେ । ଯେଉଁ ବ୍ୟକ୍ତି ମାନେ ନୂଆ ଚାକିରି ଚାହୁଁଛନ୍ତି ସେମାନେ ଏଥିରେ ସଫଳ ହେବେ ବିଦ୍ୟାର୍ଥୀ ମାନେ ଶିକ୍ଷାକ୍ଷେତ୍ରରେ ଅତ୍ୟନ୍ତ ଶୁଭ ଫଳ ପାଇବେ ।

ପ୍ରତିକାର - “ଓଁ ଶ୍ରୀଂ ବତ୍‌ସଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :