ବ୍ୟବସାୟରେ ଭାଗୀଦାରୀ ମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯାଇ କାରବାରରେ କୁଶଳତାକୁ ଆଧାର କରି ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ।
ପୈତୃକ ସମ୍ପତି କୁ ନେଇ ବିବାଦର ସମ୍ମୁଖୀନ ହେବେ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ଆତ୍ମିୟ ଲୋକଙ୍କ ସାହାଯ୍ୟ ପୁରା ହେବ । ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନହାନୀ ଘଟିପାରେ । ସାହିତ୍ୟ କ୍ଷେତ୍ରରେ ବେଶ୍ ଆଦୃତ ହେବେ । ଅର୍ଥ ସଙ୍କଟ ଦେଖାଦେବା କାରଣରୁ ଚାହୁଁଥିବା ଜିନିଷ ପାଇପାରିବେ ନାହିଁ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୁରାନ୍ତୁ ନାହିଁ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ନିଜ ପାଖରେ ଲୁହାରେ ନିର୍ମିତ ଶନିଙ୍କର ଯନ୍ତ୍ରଟିଏ ରଖନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮