ବ୍ୟବସାୟରେ ଭାଗୀଦାରୀ ମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯାଇ କାରବାରରେ କୁଶଳତାକୁ ଆଧାର କରି ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ।
ଆନୁଷ୍ଠାନିକ କାମରୁ ଖୁସି ରହିବେ । ଠିକଣା ଜାଗାରେ ପ୍ରିୟ ଲୋକଟିକୁ ନ ପାଇ ବ୍ୟସ୍ତ ହୋଇପାରନ୍ତି । ପିଲାମାନଙ୍କ ସମସ୍ୟା ସମାଧାନ କରି ପ୍ରଶଂସିତ ହେବେ । ବିଦ୍ୟାରେ ଉନ୍ନତି ହେବା ସହ ପ୍ରସିଦ୍ଧ ବ୍ୟକ୍ତି ମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ପାଇପାରନ୍ତି । କର୍ମ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ଦେଖାଦେଇପାରେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିପାରିଲେ ସମାଲୋଚନାରୁ ରକ୍ଷାପାଇବେ ।
ପ୍ରତିକାର- ଇଷ୍ଟ ଦେବୀ ମା କମଳାଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬