• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୭ ଅକ୍ଟୋବରରୁ ୨୩ ଅକ୍ଟୋବର, ପ୍ରେମ ଜୀବନ ରୋଚକ ଓ ଆନନ୍ଦମୟ ରହିବ

ଏହି ସପ୍ତାହରେ କୈାଣସି ନୂତନ ଯାନବାହନ କିଣି ପାରନ୍ତି । ପ୍ରେମ ଜୀବନ ଖୁବ ରୋଚକ ଓ ଆନନ୍ଦ ମୟ ରହିବ । ଦେବ ଦର୍ଶନ ଏବଂ କୁଟୁମ୍ଭ ସୈଖ୍ୟ ଲାଭ କରିବେ । ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ ।

Aries

ମେଷ

Monday 17 Oct 2022

ପୁରୁଣା କାମ ପୂରା କରିବା ପାଇଁ ଦିନଟି ଭଲ ରହିବ । ପ୍ରଶଂସା ପ୍ରାପ୍ତିର ସୈଭାଗ୍ୟ ଅର୍ଜନ କରିପାରନ୍ତି । କୈାଣସି ନୂତନ ଯାନ, ବାହନ କିଣି ପାରନ୍ତି । ବିବାହାଦି ମାଙ୍ଗଲ୍ୟକର୍ମ ସମ୍ପାଦନା ହୋଇପାରେ । ସ୍ୱାସ୍ଥ୍ୟରେ ସକାରତ୍ମକ ପରିବର୍ତନ ଆସିପାରେ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । କୁସଙ୍ଗ ଦୋଷ ହେତୁ ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ

ପ୍ରତିକାର- ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :