• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୭ ଅକ୍ଟୋବରରୁ ୨୩ ଅକ୍ଟୋବର, ପ୍ରେମ ଜୀବନ ରୋଚକ ଓ ଆନନ୍ଦମୟ ରହିବ

ଏହି ସପ୍ତାହରେ କୈାଣସି ନୂତନ ଯାନବାହନ କିଣି ପାରନ୍ତି । ପ୍ରେମ ଜୀବନ ଖୁବ ରୋଚକ ଓ ଆନନ୍ଦ ମୟ ରହିବ । ଦେବ ଦର୍ଶନ ଏବଂ କୁଟୁମ୍ଭ ସୈଖ୍ୟ ଲାଭ କରିବେ । ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ ।

Pisces

ମୀନ

Monday 17 Oct 2022

ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତିଙ୍କୁ କମ୍ କରିବ । ପୁରୁଣା ବିଚାରକୁ ଛାଡି ନୂଆ ବିଚାର ଗ୍ରହଣ କରିବେ । ଉନ୍ନତି ପାଇଁ ନୂଆ ଅବସର ପାଇବେ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ମହିଳା ମାନେ ଅଧିକ ପରିଶ୍ରମି ହେବେ

ପ୍ରତିକାର- ମାଆ ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :