• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୭ ଅକ୍ଟୋବରରୁ ୨୩ ଅକ୍ଟୋବର, ପ୍ରେମ ଜୀବନ ରୋଚକ ଓ ଆନନ୍ଦମୟ ରହିବ

ଏହି ସପ୍ତାହରେ କୈାଣସି ନୂତନ ଯାନବାହନ କିଣି ପାରନ୍ତି । ପ୍ରେମ ଜୀବନ ଖୁବ ରୋଚକ ଓ ଆନନ୍ଦ ମୟ ରହିବ । ଦେବ ଦର୍ଶନ ଏବଂ କୁଟୁମ୍ଭ ସୈଖ୍ୟ ଲାଭ କରିବେ । ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ ।

Cancer

କର୍କଟ

Monday 17 Oct 2022

ମାନ ମର୍ଯ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ସାହସର ସହିତ ଅଟକି ରହିଥିବା କାମକୁ ଆରମ୍ଭ କରିପାରନ୍ତି । କଷ୍ଟ କାମକୁ ସହଜରେ କରି ପାରିବେ । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ଭାଇ, ଭାଇ ମଧ୍ୟରେ କଳହ ଦେଖା ଦେଇପାରେ । ଆଶା ଅଭିଳାଷା ପୂର୍ଣ୍ଣ ହେବ । ଲେଖାପଢାରେ ସାଥିଙ୍କ ସାହାଯ୍ୟ ସହଯୋଗ ମିଳିବ ।

ପ୍ରତିକାର- ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :