• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୭ ଅକ୍ଟୋବରରୁ ୨୩ ଅକ୍ଟୋବର, ପ୍ରେମ ଜୀବନ ରୋଚକ ଓ ଆନନ୍ଦମୟ ରହିବ

ଏହି ସପ୍ତାହରେ କୈାଣସି ନୂତନ ଯାନବାହନ କିଣି ପାରନ୍ତି । ପ୍ରେମ ଜୀବନ ଖୁବ ରୋଚକ ଓ ଆନନ୍ଦ ମୟ ରହିବ । ଦେବ ଦର୍ଶନ ଏବଂ କୁଟୁମ୍ଭ ସୈଖ୍ୟ ଲାଭ କରିବେ । ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ ।

Leo

ସିଂହ

Monday 17 Oct 2022

କାଳକ୍ଷେପଣ ପଦ୍ଧତି ଅନୁଯାୟୀ ସମସ୍ୟାର ସମାଧାନ କରିବେ । ନିଷ୍ପତି ନେବାରେ ଦ୍ୱନ୍ଦର ସମ୍ମୁଖିନ ହେବାକୁ ପଡିପାରେ । ଅଳ୍ପ କଥାରେ ବିରକ୍ତି ଭାବ ପ୍ରକାଶ କରିବେ । ଅଧିକ କ୍ରୋଧ କରିଲେ କାମରେ ଗତିରୋଧ ହେବ । ଗାଡିମଟର କ୍ରୟ କରିବାର ଅଭିଳାଷା ପୂରଣ ହେବ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ । ଆପଣ ନିଜ କାମରେ ସଫଳତା ଓ ଲାଭ ପାଇବେ ।

ପ୍ରତିକାର- କୁଳ ଦେବତାଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :