• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୪ ଅକ୍ଟୋବରରୁ ୩୦ ଅକ୍ଟୋବର, କୈାଣସି ଶୁଭ ଖବର ପାଇ ମନରେ ଆନନ୍ଦ ଆସିବ

ଏହି ସପ୍ତାହରେ ବ୍ୟବସାୟରେ ଆୟ, ବ୍ୟୟ ସମାନ ରହିବ। କୈାଣସି ଶୁଭ ଖବର ପାଇ ମନରେ ଆନନ୍ଦ ଆସିବ। ଲାଭ ସହ ସମ୍ପତି ବୃଦ୍ଧି ହେବ । ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ ।

Aries

ମେଷ

Monday 24 Oct 2022

କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ । ଶତୃ ବୃଦ୍ଧି ପାଇବ କିନ୍ତୁ ନିଜଲୋକ ସହାୟତା କରିବେ । ବ୍ୟବସାୟରେ ଆୟ, ବ୍ୟୟ ସମାନ ରହିବ । ପାରିବାରିକ ଜୀବନରେ ଅଶାନ୍ତି ଦେଖା ଦେବ । କୈାଣସି ନୂତନ ଯୋଜନା ଅର୍ଥ ଅଭାବ ଯୋଗୁ ଆରମ୍ଭ ହୋଇ ପାରିବ ନାହିଁ ।

ପ୍ରତିକାର- ଶ୍ରୀ ହନୁମାନଙ୍କ ପାଖରେ ପେଡା ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :