ଏହି ସପ୍ତାହରେ ବ୍ୟବସାୟରେ ଆୟ, ବ୍ୟୟ ସମାନ ରହିବ। କୈାଣସି ଶୁଭ ଖବର ପାଇ ମନରେ ଆନନ୍ଦ ଆସିବ। ଲାଭ ସହ ସମ୍ପତି ବୃଦ୍ଧି ହେବ । ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ ।
ଚାକିରି କ୍ଷେତ୍ରରେ ସମତା ରକ୍ଷା କରିବେ । ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି । ରାଜନୀତିରେ ସଂପୂର୍ଣ୍ଣ ବିଫଳ ହେବେ । କାର୍ଯ୍ୟହାନି ଓ ମାନହାନି ଘଟିପାରେ । ଶତୃ ଭୟ ସଦାସର୍ବଦା ଦେଖାଦେବ । ଏତେ ସବୁ ଅସୁବିଧା ଭିତରେ ମଧ୍ୟ ସବୁ ସମସ୍ୟାର ସମାଧାନ କରି ଆଗକୁ ଆଗେଇବେ ।
ପ୍ରତିକାର- ଗୋସାଳାରେ ଗୋଖାଦ୍ୟ ଦାନ କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬