• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୪ ଅକ୍ଟୋବରରୁ ୩୦ ଅକ୍ଟୋବର, କୈାଣସି ଶୁଭ ଖବର ପାଇ ମନରେ ଆନନ୍ଦ ଆସିବ

ଏହି ସପ୍ତାହରେ ବ୍ୟବସାୟରେ ଆୟ, ବ୍ୟୟ ସମାନ ରହିବ। କୈାଣସି ଶୁଭ ଖବର ପାଇ ମନରେ ଆନନ୍ଦ ଆସିବ। ଲାଭ ସହ ସମ୍ପତି ବୃଦ୍ଧି ହେବ । ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ ।

Pisces

ମୀନ

Monday 24 Oct 2022

ଆର୍ଥିକ ଲାଭ ସହ ସମ୍ପତି ବୃଦ୍ଧି ହେବ । ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ । ବାଣିଜ୍ୟରେ ଆତ୍ମବୃଦ୍ଧି ଓ ସଞୟ ହେବ । ଆତ୍ମୀୟ ସ୍ୱଜନ ସହ ମିଳନ ଏବଂ ପାରିପାରିକ ଜୀବନ ସୁଖମୟ ଓ ଆନନ୍ଦ ଉଲ୍ଲାସ ଦେଖାଦେଇ ପାରେ । ବ୍ୟବସାୟରେ ଫଳ ଉତ୍ତମ ରହିବ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି ।

ପ୍ରତିକାର- କେଶର, ବୁଟ , ହଳଦୀ ଆଦିକୁ ଖାଦ୍ୟ ପହାର୍ଥରେ ସାମିଲ୍ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :