• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୪ ଅକ୍ଟୋବରରୁ ୩୦ ଅକ୍ଟୋବର, କୈାଣସି ଶୁଭ ଖବର ପାଇ ମନରେ ଆନନ୍ଦ ଆସିବ

ଏହି ସପ୍ତାହରେ ବ୍ୟବସାୟରେ ଆୟ, ବ୍ୟୟ ସମାନ ରହିବ। କୈାଣସି ଶୁଭ ଖବର ପାଇ ମନରେ ଆନନ୍ଦ ଆସିବ। ଲାଭ ସହ ସମ୍ପତି ବୃଦ୍ଧି ହେବ । ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ ।

Leo

ସିଂହ

Monday 24 Oct 2022

ପାରିବାରିକ ଜୀବନରେ ପତ୍ନୀ ପିଡା ସହ ସନ୍ତାନ ଲାଭର ଯୋଗ ରହିଛି । ଅନିଛା ସତ୍ୱେ ସ୍ଥାନାନ୍ତର ହୋଇ ପାରନ୍ତି । କର୍ମ କ୍ଷେତ୍ରରେ ବିଫଳତା ଦେଖାଦେବ । ପଢାପଢିରେ ଆଗେଇ ଚାଲିବେ ଓ ଶାନ୍ତ ରହିବେ । ନୂଆ ବ୍ୟବସାୟରେ ଅର୍ଥ ଖର୍ଚ୍ଚ ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଚାକିରି କ୍ଷେତ୍ରରେ ଅଧୀନସ୍ଥ କର୍ମଚାରୀ ହଇରାଣରେ ପକାଇ ପାରନ୍ତି ।

ପ୍ରତିକାର- ଶ୍ରୀ ବିଷ୍ଣୁଙ୍କର ପୂଜା କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :