• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୪ ଅକ୍ଟୋବରରୁ ୩୦ ଅକ୍ଟୋବର, କୈାଣସି ଶୁଭ ଖବର ପାଇ ମନରେ ଆନନ୍ଦ ଆସିବ

ଏହି ସପ୍ତାହରେ ବ୍ୟବସାୟରେ ଆୟ, ବ୍ୟୟ ସମାନ ରହିବ। କୈାଣସି ଶୁଭ ଖବର ପାଇ ମନରେ ଆନନ୍ଦ ଆସିବ। ଲାଭ ସହ ସମ୍ପତି ବୃଦ୍ଧି ହେବ । ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ ।

Virgo

କନ୍ୟା

Monday 24 Oct 2022

ମାନସିକ ପ୍ରଫୁଲତା ଓ ବିଳାସବ୍ୟସନରେ ରହିବେ । ବିଦେଶା ଗ୍ରସ୍ତ ହୋଇ ପାରନ୍ତି । ପରିବାରରେ ସୁଖଶାନ୍ତି ମିଳିବ । ଆଗରୁ ଭୋଗୁଥିବା ସା୍ୱସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । ପଡୋଶୀ ମାନେ ଅସହିଷ୍ଣୁତା ପ୍ରକାଶ କରିବେ । କର୍ମ କ୍ଷେତ୍ରରେ ଅନର୍ଥ ସୃଷ୍ଠି ହେବ । ବନ୍ଧୁ ମିଳନ ଯୋଗ ରହିଛି । ବିଦ୍ୟାର୍ଥି ମାନେ ଉତମ ଫଳ ପାଇବେ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର- କୈାଣସି ଧର୍ମାନୁଷ୍ଠାନରେ ନିଜର ସାଧ୍ୟ ମତେ କିଛି ସାହାଯ୍ୟ ,ସହଯୋଗ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :