• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୪ ଅକ୍ଟୋବରରୁ ୩୦ ଅକ୍ଟୋବର, କୈାଣସି ଶୁଭ ଖବର ପାଇ ମନରେ ଆନନ୍ଦ ଆସିବ

ଏହି ସପ୍ତାହରେ ବ୍ୟବସାୟରେ ଆୟ, ବ୍ୟୟ ସମାନ ରହିବ। କୈାଣସି ଶୁଭ ଖବର ପାଇ ମନରେ ଆନନ୍ଦ ଆସିବ। ଲାଭ ସହ ସମ୍ପତି ବୃଦ୍ଧି ହେବ । ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ ।

Scorpio

ବିଛା

Monday 24 Oct 2022

ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତି ପାଇବେ । ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ଅପେକ୍ଷା କରିଥିବା ଖବରଟି ନପାଇ ବ୍ୟସ୍ତ ହୋଇପଡିବେ । ବିଦ୍ୟାର୍ଥୀ ମାନେ ପଢାରେ ପଛେଇବେ ଓ ପରୀକ୍ଷାରେ ଖରାପ ଫଳ ପାଇ ପାରନ୍ତି । ରୋଗର ଉପଶମ ମିଳିବ ।

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :