• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୩୧ ଅକ୍ଟୋବରରୁ ୦୬ ନଭେମ୍ବର, ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ

ଏହି ସପ୍ତାହରେ ପାରିବାରିକ ଜୀବନ ଆନନ୍ଦମୟ ହେବ । ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ । ଛାତ୍ରଛାତ୍ରୀଙ୍କୁ ପ୍ରତିଯୋଗିତା ପରୀକ୍ଷାରେ ଭଲ ଫଳ ମିଳିବ । ଦାମ୍ପତ୍ୟ ଜୀବନରେ ମନ ମାଳିନ୍ୟର ଅନ୍ତ ହେବ ।

Aquarius

କୁମ୍ଭ

Monday 31 Oct 2022

ସ୍ୱାର୍ଥ ସାଧନ ଦିଗରେ ଅନ୍ୟକୁ ନିଯୋଜିତ କରିବା ସକାଶେ ଯୋଜନା କରିବେ । ବାଣିଜ୍ୟ ଓ ଶିଳ୍ପ ଓ ବ୍ୟବସାୟରେ ଦ୍ୱନ୍ଦର ଅବସାନ ଘଟିବ । କର୍ମ କ୍ଷେତ୍ରରେ ଅନ୍ୟମାନଙ୍କ କାର୍ଯ୍ୟ କଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିବେ । ଘରର କିଛିଟା ବ୍ୟତିକ୍ରମକୁ ନେଇ ଚିନ୍ତାପ୍ରକଟ କରିପାରନ୍ତି । ଅନିୟମିତ ଆହାର ଗ୍ରହଣ ଫଳରେ ଅସୁସ୍ଥତା ଅନୁଭବ କରିବେ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :