• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୩୧ ଅକ୍ଟୋବରରୁ ୦୬ ନଭେମ୍ବର, ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ

ଏହି ସପ୍ତାହରେ ପାରିବାରିକ ଜୀବନ ଆନନ୍ଦମୟ ହେବ । ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ । ଛାତ୍ରଛାତ୍ରୀଙ୍କୁ ପ୍ରତିଯୋଗିତା ପରୀକ୍ଷାରେ ଭଲ ଫଳ ମିଳିବ । ଦାମ୍ପତ୍ୟ ଜୀବନରେ ମନ ମାଳିନ୍ୟର ଅନ୍ତ ହେବ ।

Libra

ତୁଳା

Monday 31 Oct 2022

ପରିବାର ସହ କୈାଣସି କାମରେ ବ୍ୟସ୍ତ ରହିବେ । ବ୍ୟବସାୟଙ୍କୁୁ ବହୁତ ଭଲ ଅବସର ପାଇବେ । ମଧୁର ବ୍ୟବହାର ପାଇଁ ଅନ୍ୟ ମାନଙ୍କର ଦୃଷ୍ଟି ଆକର୍ଷଣ କରିବେ । ଆର୍ଥୀକ ପକ୍ଷ ସୁଦୃଢ ହେବ । ମହିଳା ମାନେ ଘର କାମ ସପୂର୍ଣ୍ଣ କରିବେ । ଆତ୍ମବିଶ୍ୱାସ ବଳରେ ସବୁ କାମରେ ଆଗେଇ ଚାଲିବେ । ଦାମ୍ପତ୍ୟ ଜୀବନରେ ମନ ମାଳିନ୍ୟର ଅନ୍ତ ହେବ ।

ପ୍ରତିକାର – ମହାଲକ୍ଷ୍ମୀଙ୍କ ଅଷ୍ଟକ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :