ଏହି ସପ୍ତାହରେ କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ । ବ୍ୟବସାୟରେ ସଫଳତା ମିଳିବ । କୈାଣସି କାର୍ଯ୍ୟରେ ହଠାତ୍ ବାଧା ସୃଷ୍ଟି ହୋଇପାରେ । ପାରିବାରିକ ଜୀବନ ସୁଖ , ଶାନ୍ତିରେ କଟିବ । ମହିଳା ମାନେ ଅଧିକ ପରିଶ୍ରମ କରିବେ । ଶିକ୍ଷାର୍ଥି ମାନେ ପଢାରେ କୃତିତ୍ୱ ହାସଲ କରିବେ ।
ବ୍ୟବସାୟୀ ମାନେ ନୂଆ ବ୍ୟବସାୟ ଆରମ୍ଭ କରିବେ । କର୍ମକ୍ଷେତ୍ରରେ ନୂତନ ନିଯୁକ୍ତି ମିଳିପାରେ । ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହେବ । ପୂର୍ବରୁ କରିଥିବା ଋଣ ପରିଶୋଧ କରିବେ । ଲେଖାପଢାରେ ସାଥିଙ୍କ ସାହାଯ୍ୟ ସହଯୋଗ ମିଳିବ । କୋଟ୍ କଚେରୀ ମାମଲାରେ ଫସି ଯାଇ ପାରନ୍ତି । ଚାକିରିରେ ସୁପାରିଶ୍ ମିଳିବ । ସରକାରି ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ । ପାରିବାରିକ ଜୀବନ ପ୍ରିତିହାନି ଯୋଗ । ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ମହିଳା ମାନେ କାର୍ଯ୍ୟ ବ୍ୟସ୍ତ ରହି ପାରନ୍ତି । ଛାତ୍ରଛାତ୍ରି ମାନେ ଉଚ୍ଚ ଆଶା ଧରି ଆଗେଇ ଚାଲିବେ ।
ପ୍ରତିକାର- ପ୍ରତିଦିନ ସକାଳୁ କିଛି ଖାଦ୍ୟ କାଉ ମାନଙ୍କୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮