• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

cpim
ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ସୁନ୍ଦରଗଡ଼: ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍। ସୁନ୍ଦରଗଡ଼ ବଣାଇ ରକ୍ସି ଖାଦାନ୍ ଅଞ୍ଚଳରେ ଦୁଇ ଗୋଷ୍ଠୀର ଶହ ଶହ କର୍ମୀ ଆଜି ମୁହାଁମୁହିଁ ହୋଇଥିଲେ। ପରିସ୍ଥିତି ଏପରି ଉପୁଜିଥିଲା କି ଦୁଇ ଗୋଷ୍ଠୀ ମଧ୍ୟରେ ପଥର ଓ ଲାଠି ମାଡ଼ ହୋଇଛି। ସିପିଆଇଏମ୍...

union-minister
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା

ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା କଲେ କେନ୍ଦ୍ର ସରକାର। ଦେଶର ୩୦ ଲକ୍ଷ କର୍ମଚାରୀଙ୍କୁ ମିଳିବ ବୋନସ୍।  ଏନେଇ ଆଜି ବସିଥିବା କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଏନେଇ ଅନୁମତି ମିଳିଛି। ଦଶହରା ପୂର୍ବରୁ ଏହି ବୋନସ୍ କର୍ମଚାରୀଙ୍କୁ ମିଳିବ। ଏଥିପାଇଁ କେନ୍ଦ୍ର ତହବିଲ୍‌ରୁ ଖର୍ଚ୍ଚ...

rain
ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ ହୋଇଛି। ଆସନ୍ତାକାଲି ସକାଳ ବେଳକୁ ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଏହାର...

kanak-durg-temple
ଆନ୍ଧ୍ର କନକ ଦୁର୍ଗା ମନ୍ଦିର ନିକଟରେ ଭୂସ୍ଖଳନ: ୪ ଫସି ରହିଥିବା ଆଶଙ୍କା

ବିଜୟୱାଡ଼ା: ଆନ୍ଧ୍ରପ୍ରଦେଶ ବିଜୟୱାଡ଼ାସ୍ଥିତ ପ୍ରସିଦ୍ଧ କନକ ଦୁର୍ଗା ମନ୍ଦିର ନିକଟରେ ବୁଧବାର ଭୂସ୍ଖଳନ ହୋଇଛି। ଘଟଣାରେ ୪ ଜଣ ମାଟି ଅତଡ଼ା ତଳେ ଫସି ରହିଥିବା ଅନୁମାନ କରାଯାଉଛି। ଏଥିରେ ଦୁଇଜଣ ସାନିଟାଇଜ୍‌ କରୁଥିବା କର୍ମଚାରୀ ବି ଫସି ରହିଥିବା କୁହାଯାଉଛି। ଉଦ୍ଧାରକାରୀ ଦଳ ଓ ପୋଲିସ ଘଟଣାସ୍ଥଳରେ...

fadnavish
ବିଜେପି ଛାଡ଼ିଲେ ବରିଷ୍ଠ ନେତା ଏକନାଥ ଖଡ଼ସେ; କହିଲେ, ଫଡ଼ନାଭିସଙ୍କ ପାଇଁ ଛାଡ଼ିଲି ଦଳ

ମୁମ୍ବାଇ: ମହାରାଷ୍ଟ୍ର ବିଜେପି ବରିଷ୍ଠ ନେତା ଏକନାଥ ଖଡ୍‌ସେ ଦଳରୁ ଇସ୍ତଫା ଦେବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ବିରୋଧୀ ଦଳ ନେତା ଦେବେନ୍ଦ୍ର ପଡ଼ନାଭିସଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି। ଦେବେନ୍ଦ୍ରଙ୍କ ପାଇଁ ସେ ଦଳ ଛାଡ଼ିଥିବା ଖଡ଼ସେ କହିଛନ୍ତି। ଗଣମାଧ୍ୟମକୁ ସାକ୍ଷାତକାର ଦେଇ ଖଡ଼ସେ କହିଛନ୍ତି,...

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ସମ୍ବଲପୁର: ଜମିବାଡ଼ି ବିବାଦରୁ ରକ୍ତମୁଖା ପଡ଼ୋଶୀ ବିଭତ୍ସ କାଣ୍ଡ ଘଟାଇଛି। ଗୋଟିଏ ପରିବାରର ତିନିଜଣ- ମା, ଝିଅ ଓ ଜ୍ୱାଇଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ପଡ଼ୋଶୀ। ସମ୍ବଲପୁର କୁଚିଣ୍ଡା ଥାନା ଲପଡ଼ା ଗାଁର ଏ ଘଟଣାକୁ ନନେଇ ଚାଞ୍ଚଲ୍ୟ ଖେଳିଯାଇଛି। ମୃତକମାନେ ହେଲେ ମା ପିରୋବତୀ ବେହେରା,...

icmr
କରୋନା ଚିକିତ୍ସାରୁ ବାଦ୍ ପଡ଼ିପାରେ ପ୍ଲାଜ୍‌ମା ଥେରାପି

ନୂଆଦିଲ୍ଲୀ: କରୋନା ଚିକିତ୍ସାରୁ ବାଦ୍ ପଡ଼ିପାରେ ପ୍ଲାଜ୍‌ମା ଥେରାପି। ଏହାକୁ ଖୁବ୍‌ଶୀଘ୍ର ନ୍ୟାସନାଲ କ୍ଲିନିକାଲ୍ ମ୍ୟାନେଜମେଣ୍ଟ ପ୍ରୋଟୋକଲ୍‌ରୁ ବାଦ୍ ଦିଆଯାଇପାରେ ବୋଲି କହିଛନ୍ତି ଆଇସିଏମ୍ଆର୍ ଡିଜି। ପ୍ଲାଜମା ଥେରାପିରେ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ଶରୀରରୁ ଆଣ୍ଟିବଡି ସଂଗ୍ରହ କରି ଗୁରୁତର କରୋନା ରୋଗୀଙ୍କ ଶରୀରରେ ପ୍ରବେଶ...

coronavirus
କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୨୭୧୬ ଆକ୍ରାନ୍ତ। ସେଥିମଧ୍ୟର ଖୋର୍ଦ୍ଧାରୁ ସର୍ବାଧିକ ୫୮୬, ଷ୍ଟେଟ୍‌ପୁଲ୍‌ରୁ ୮୬ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ଦିଆଯାଇଛି। ସେହିପରି ସୁନ୍ଦରଗଡ଼-୨୧୬, ଅନୁଗୁଳ-୨୦୧, ମୟୂରଭଞ୍ଜରୁ ୧୫୬, କଟକ-୧୧୯, ନୂଆପଡ଼ା-୧୦୬, ବଲାଙ୍ଗିର-୧୦୫,...

health-department
କୋଭିଡ୍‌-୧୯ ସୁସ୍ଥ ହେବା ପରେ କ'ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର: କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କୁ ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ। ଆରୋଗ୍ୟ ହେବା ପରେ କିଭଳି ରହିବେ, କ‘ଣ କରିବେ ସେନେଇ ସ୍ୱାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। କରୋନାରୁ ସୁସ୍ଥ ପରେ ଦେହବିନ୍ଧା, କଫ, ତଣ୍ଟି ବ୍ୟଥା ଲକ୍ଷଣ ଦେଖାଦେଇପାରେ। ନିଃଶ୍ୱାସପ୍ରଶ୍ୱାସରେ କଷ୍ଟ, ହୃଦଘାତ, ଘ୍ରାଣ ଓ...

odisha-vigilance
ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

ଭୁବନେଶ୍ୱର: ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ। ରବିନ୍ଦ୍ରଙ୍କୁ ୩ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତ ପଠାଇଲେ ଭିଜିଲାନ୍ସ କୋର୍ଟ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଆଜି ଭିଜିଲାନ୍ସ ରବୀନ୍ଦ୍ରଙ୍କୁ ଗିରଫ କରିଥିଲା। ରବୀନ୍ଦ୍ରଙ୍କ ପାଖରୁ ମୋଟ ୬ କୋଟି ୫୮ ଲକ୍ଷ...

chhatara-jatra
ପ୍ରସିଦ୍ଧ ଛତର ଯାତ୍ରା ପାଇଁ ଗାଇଡଲାଇନ୍ ଜାରି

ଭବାନୀପାଟଣା: ଭବାନୀପାଟଣାର ପ୍ରସିଦ୍ଧ ଛତର ଯାତ୍ରା ପାଇଁ ଗାଇଡଲାଇନ୍ ଜାରି ହୋଇଛି। କରୋନା ମହାମାରୀ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଆସନ୍ତା ୨୪ ତାରିଖରେ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ହେବ। ତେବେ ଏହାକୁ ଦୃଷ୍ଟିରେ ରଖି ୨୩ରୁ ୨୫ ତାରିଖ ଭବାନୀପାଟଣା ପୌରାଞ୍ଚଳକୁ...

coronavirus
ଦେଶରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ଦିନକରେ ଚିହ୍ନଟ ହେଲେ...

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ଦେଶରେ କରୋନାରେ ୭୦୨ ଜଣଙ୍କ ମୃତ୍ୟୁ ହୋଇଛି। ଯାହା ପରେ ଦେଶର ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୬ ହଜାର ୬୧୬କୁ ବୃଦ୍ଧି ପାଇଛି। ଏନେଇ ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ...

pichu
ଏମିତି ଆମ ରାସ୍ତା କାମ, ଖାଲି ହାତରେ ଉଠିଆସୁଛି ପୁଳାପୁଳା ପିଚୁ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିମ୍ନ ମାନର କାମ ଅଭିଯୋଗ ହୋଇଛି।  ଖାଲି ହାତରେ ଉଠିଆସୁଛି ପୁଳାପୁଳା ପିଚୁ। ଲୋକମାନେ ପିଚୁକୁ ଉଠାଇଥିବାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ରାସ୍ତାରୁ ପିଚୁ ଉଠିଯାଉଥିବା ଦୃଶ୍ୟକୁ ସୋସିଆଲ ମିଡିଆରେ ଶେୟାର କରିଛନ୍ତି ...

sura
କେଲୁଅ ନଦୀବନ୍ଧ ରାସ୍ତାକୁ ଉଡ଼ାଇବା ଘଟଣା: ବିଧାୟକ ଓ ଜେଇଙ୍କ ଉପରେ ବର୍ଷିଲେ ସୁର

ଯାଜପୁର: ଯାଜପୁର କେଲୁଅ ନଦୀ ବନ୍ଧରାସ୍ତାକୁ ଉଡ଼ାଇ ଘାଇ ସୃଷ୍ଟି କରିବା ଘଟଣାକୁ ନେଇ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ସମେତ ୬ ଜଣଙ୍କୁ ନୋଟିସ୍ ଜାରି କରିଛନ୍ତି ଲୋକାୟୁକ୍ତ। ଆସନ୍ତା ୬ ସପ୍ତାହ ଭିତରେ ଉତ୍ତର ରଖିବାକୁ କୁହାଯାଇଛି। ସେପଟେ ଏହି ଘଟଣାକୁ ନେଇ ରାଜନୀତି ଜୋର ଧରିଛି।...

MAHINDRA - Copy - Copy
ଲାଉତୁମ୍ବାରେ ନଦୀ ପାର ହେଉଥିବା ଦେଖି ଅଙ୍ଗନୱାଡ଼ି କର୍ମୀଙ୍କୁ ମୋଟର ବୋଟ୍ ଦେବାକୁ କହିଲେ ଆନନ୍ଦ ମହିନ୍ଦ୍ରା

ମାଲକାନଗିରି: ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାର ବ୍ଲକ ରାଲେଗାଡ଼ା ପଞ୍ଚାୟତକୁ ଗୋଟିଏ ବୋଟ୍ ପ୍ରଦାନ କରିବ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା କମ୍ପାନୀ। ଏ ସଂପର୍କରେ ଟ୍ୱିଟ କରି ସୂଚନା ଦେଇଛନ୍ତି କମ୍ପାନୀର ପ୍ରମୋଟର ଆନନ୍ଦ ମହିନ୍ଦ୍ରା। Yesterday was a ‘marine’ day for me: tweeted about a...

sushil-modi
ବିହାର ଉପମୁଖ୍ୟମନ୍ତ୍ରୀଙ୍କୁ କରୋନା

ପଟନା: ବିହାର ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ତାଙ୍କୁ ପଟନାସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି। କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ସେ ଟ୍ୱିଟ୍ କରି ଲେଖିଛନ୍ତି “...

intesar-ali
ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ୍‌ ଏସ୍‌ଆଇ

ଲକ୍ଷ୍ନୌ: ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ଉତ୍ତର ପ୍ରଦେଶ ପୋଲିସ୍‌ ସବ୍‌-ଇନସ୍ପେକ୍ଟର ଇନ୍ତେସାର ଅଲୀ। ତେବେ ଏହା ପୂର୍ବରୁ ଅଲ୍ଲୀଙ୍କୁ ଦାଢ଼ି କାଟିବାକୁ ତିନିଥର ସତର୍କ କରାଯାଇଥିଲା। ନହେଲେ ଦାଢ଼ି ରଖିବା ପାଇଁ ଅନୁମତି ନେବାକୁ କୁହାଯାଇଥିଲା। କିନ୍ତୁ ଏହି ଦୁଇଟି ପରାମର୍ଶ ଭିତରେ ଅଲୀ...

star
ଫିଲ୍ମ ଅଭିନେତାଙ୍କୁ ହତ୍ୟା ! ସୋଫାରେ ପଡ଼ିଥିଲା ରକ୍ତଭିଜା ମୃତଦେହ

ବେଙ୍ଗାଲୁରୁ: କର୍ଣ୍ଣାଟକର ଟୁଲୁ ଫିଲ୍ମ ଆକ୍ଟର ସୁରେନ୍ଦ୍ର ବନ୍ତୱାଲଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଦକ୍ଷିଣ କାନାଡ଼ା ଜିଲ୍ଲା ବନ୍ତୱାଲ ଟାଉନ୍‌ରେ ଥିବା ଏ ଆପାର୍ଟମେଣ୍ଟରେ ବୁଧବାର ତାଙ୍କ ରକ୍ତଭିଜା ମୃତଦେହ ଉଦ୍ଧାର କରିଛି ପୋଲିସ। ସୁରେନ୍ଦ୍ରଙ୍କ ଶରୀରରେ ଅନେକ ସ୍ଥାନରେ ଛୁରାଘାତ ଥିବାରୁ ତାଙ୍କୁ କେହି ହତ୍ୟା...