ଚେନ୍ନାଇ: ରାଜ୍ୟବାସୀଙ୍କୁ ମାଗଣାରେ କରୋନା ଭ୍ୟାକ୍ସିନ୍ ଯୋଗାଇ ଦେବାକୁ ଘୋଷଣା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଇଡାପ୍ପାଡି କେ. ପାଲାନିସ୍ୱାମୀ। ସେ କହିଛନ୍ତି “କୋଭିଡ୍-୧୯ ଭ୍ୟାକ୍ସିନ୍ ପ୍ରସ୍ତୁତ ହେବା ପରେ ରାଜ୍ୟର ସମସ୍ତ ନାଗରିକଙ୍କୁ ମାଗଣାରେ ଭ୍ୟାକ୍ସିନ୍ ଦିଆଯିବ।” ପାଲାନିସ୍ୱାମୀଙ୍କୁ ପୂର୍ବରୁ ବିଜେପି ବିହାରରେ ମାଗଣା କୋଭିଡ-୧୯ ଭ୍ୟାକ୍ସିନ୍ ଯୋଗାଇ...
ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସ ସ୍ଥିତି ଧୀରେ ଧୀରେ କମୁଥିବା ବେଳେ ଭିସା ନିୟମରେ କୋହଳ କରିଛନ୍ତି କେନ୍ଦ୍ର ସରକାର। ବିଦେଶରେ ରହୁଥିବା ଭାରତୀୟ ଓ ତଥା ବିଦେଶୀ ନାଗରିଙ୍କୁ ଭାରତ ଆସିବାକୁ ଅନୁମତି ମିଳିଛି। ହେଲେ ଟୁରିଷ୍ଟ ଭିସାରେ କୌଣସି ବିଦେଶୀ ନାଗରିକ ଭାରତ ଆସିପାରିବେ ନାହିଁ...
ନୂଆଦିଲ୍ଲୀ: ମା’ ଉପରେ ବାପାର ସବୁଦିନିଆ ଅତ୍ୟାଚାରରେ ଅତିଷ୍ଟ ହୋଇ ବାପାକୁ ପିଟିପିଟି ମାରିଦେଲା ନାବାଳିକା। ଘଟଣା ଘଟିଛି ମଧ୍ୟପ୍ରଦେଶର ଭୋପାଳରେ। ଖବର ଅନୁସାରେ, ମୃତ ବ୍ୟକ୍ତି ଜଣକ ବେରୋଜଗାର ଥିଲେ। ବଡ଼ ପୁଅ ରାଜମିସ୍ତ୍ରୀ କାମ କରି ଘର ଚଳାଉଥିଲେ। ଝିଅର ବାପା ମଦ ପିଇ ପତ୍ନୀ...
ବେଙ୍ଗାଲୁରୁ: କର୍ଣ୍ଣାଟକରେ କରୋନାରେ ମୃତ୍ୟୁ ହୋଇଥିବା ଜଣେ ୬୨ ବର୍ଷୀୟ ବ୍ୟକ୍ତିଙ୍କର Autopsy (ମୃତ୍ୟୁର କାରଣ ଜାଣିବା ପାଇଁ ଶବ ପରୀକ୍ଷଣ) କରିବା ପରେ ଯାହା ଜଣା ପଡ଼ିଲା, ତାହା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଅଟୋପ୍ସି ରିପୋର୍ଟରେ ବ୍ୟକ୍ତିର ଫୁସ୍ଫୁସ୍ ଚମଡ଼ା ବଲ୍ ପରି ଶକ୍ତ ହୋଇଯାଇଥିବା...
ନୂଆଦିଲ୍ଲୀ: ୧୯୮୩ ବିଶ୍ୱକପ ବିଜେତା ଭାରତର କ୍ରିକେଟ୍ କିମ୍ବଦନ୍ତି କପିଲ ଦେବଙ୍କୁ ହୃଦଘାତ ଶିକାର ହୋଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଆଞ୍ଜିଓପ୍ଲାଷ୍ଟିକ୍ ଚିକିତ୍ସା ପୂର୍ବରୁ ତାଙ୍କ ହାର୍ଟଆଟାକ ହୋଇଛି। ତେବେ ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ୬୧ ବର୍ଷୀୟ କପିଲଙ୍କୁ ହୃଦ୍ଘାତ ହୋଇଥିବା ଖବର ଆସିବା ପରେ...
କାବୁଲ: ତାଲିବାନୀ ଆତଙ୍କବାଦୀ ଆକ୍ରମଣରେ ୨୦ ଆଫଗାନୀସ୍ତାନ ଯବାନ ସହିଦ ହୋଇଛନ୍ତି। ଶୁକ୍ରବାର ଫାରା ସିଟିର ମିଲିଟାରୀ ବେସ୍ର ଏହି ଆତଙ୍କବାଦୀ ଆକ୍ରମଣ ହୋଇଛି। ଆକ୍ରମଣ ସମୟରେ ଆତଙ୍କବାଦୀମାନେ ଦୁଇ ଯବାନଙ୍କ ଠାରୁ ଅସ୍ତ୍ରଶସ୍ତ୍ର ବି ଛଡ଼େଇ ନେଇଛନ୍ତି ଆତଙ୍କବାଦୀ। ଏନେଇ ସୂଚନା ଦେଇ ଫାରା ପ୍ରାଦେଶିକ ପରିଷଦର...
ୱାଶିଂଟନ: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନର ଦୁଇ ସପ୍ତାହ ପୂର୍ବରୁ ଦୁଇ ରାଷ୍ଟ୍ରପତି ପ୍ରାର୍ଥୀ ଆଶାୟୀଙ୍କ ମଧ୍ୟରେ ଶେଷ ପ୍ରେସିଡେନସିଆଲ୍ ଡିବେଟ୍ ହୋଇଛି। ସାମ୍ନାସାମ୍ନି ହୋଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ରିପବ୍ଲିକେଟ୍ ପାର୍ଟି ପ୍ରାର୍ଥୀ ଜୋଏ ବିଡେନ୍। କରୋନା ମହାମାରୀ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ହୋଇଛନ୍ତି ଟ୍ରମ୍ପ...
ଲକ୍ଷ୍ନୌ: ରାଜ୍ୟବାସୀଙ୍କୁ ୨୪ ଘଣ୍ଟିଆ ବିଜୁଳି ଯୋଗାଇ ଦେବାକୁ ଉତ୍ତରପ୍ରଦେଶ ସରକାର ପ୍ରତିଶ୍ରୁତି ଦେଇଛନ୍ତି। ଉତ୍ତମ ଇଲେକ୍ଟ୍ରିକ ସେବା ଯୋଗାଇ ଦେବାକୁ ପୂର୍ବାଞ୍ଚଳ ବିଦ୍ୟୁତ ବିତରଣ କମ୍ପାନୀଗୁଡ଼ିକୁ ଘରୋଇକରଣ କରିବା ପାଇଁ ମଧ୍ୟ ପ୍ରସ୍ତାବ ଦେଇଛନ୍ତି। ତେବେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ବିଦ୍ୟୁତ୍ ସଂଯୋଗ ନେଇଥିବା...
ନୂଆଦିଲ୍ଲୀ: ଭାରତୀୟ ନୌସେନାର ସଠିକ୍ ନିଶାନା। ଗୋଟିଏ ମିଶାଇଲ୍ର ଆଟାକ୍ରେ ବୁଡ଼ିଗଲା ଯୁଦ୍ଧପୋତ। ଭାରତୀୟ ନୌସେନା ପକ୍ଷରୁ ଏକ ଯୁଦ୍ଧାଭ୍ୟାସ ବେଳର ଏକ ଭିଡିଓ ଶେୟାର କରାଯାଇଛି। ଏହି ସମୟରେ ନୌସେନା ପକ୍ଷରୁ ଏକ ଆଣ୍ଟି-ସିପ୍ ମିଶାଇଲ ପରୀକ୍ଷଣ କରାଯାଇଥିଲା। #IndianNavy Guided Missile Destroyer #INSChennai fired...
ନୂଆଦିଲ୍ଲୀ: ବୈଜ୍ଞାନିକମାନେ ମଣିଷ ଶରୀରରେ ଏକ ନୂଆ ଅଙ୍ଗ ଠାବ କରିଛନ୍ତି। ଯାହା ବିଷୟରେ ପୂର୍ବରୁ କୌଣସି ସୂଚନା ନଥିଲା। ନେଦରଲ୍ୟାଣ୍ଡର ବୈଜ୍ଞାନିକମାନେ ଏକ ନୂଆ କ୍ୟାନ୍ସର ସ୍କେନ୍ ଯାଞ୍ଚ କରୁଥିବା ବେଳେ ଗଳାରେ ଏକ ନୂଆ ଅଙ୍ଗ ବିଷୟରେ ଜାଣିବାକୁ ପାଇଥିଲେ। ଗବେଷଣାରୁ ଜଣାପଡ଼ିଲା ଯେ ମଣିଷ...
ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟାରେ ୫୪,୩୬୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନା ମାମଲା ୭୭,୬୧,୩୧୨ରେ ପହଞ୍ଚିଛି। ସେହିଭଳି ୨୪ ଘଣ୍ଟାରେ ୬୯୦ କରୋନା ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ଦେଶର ମୃତ୍ୟୁ ସଂଖ୍ୟା ୧,୧୭,୩୦୬ ରହିଛି। ସେହିପରି ଦେଶରେ କରୋନା ଆକ୍ଟିଭ୍...
ବାରିପଦା: ଆନନ୍ଦ, ଉଲ୍ଲାସର ସହ ପାର୍ବଣ ପାଳନ ନ ହେଲା ନାହିଁ। ଦଶଭୂଜାଙ୍କ ଆବାହନରେ କିନ୍ତୁ କୌଣସି କମି ନାହିଁ। ଭକ୍ତିମୟ ପରିବେଶରେ ପୂଜା ମଣ୍ଡପ ଓ ପୀଠରେ କୋଭିଡ ନିୟମ ମାନି ଚାଲିଛି ମାଆଙ୍କ ପୂଜାର୍ଚ୍ଚନା। ଏ ଦୃଶ୍ୟ ହେଉଛି ବାରିପଦା ସହର ଉପକଣ୍ଠ ତେନ୍ତୁଳିଡିଙ୍ଗାର ସାର୍ବଜନୀନ...
ଭଦ୍ରକ: କରୋନା କଟକଣାକୁ ଭୁଲିଗଲେ ଲୋକେ। ମନ୍ଦିରେ ଜମିଲା ଲୋକଙ୍କ ଭିଡ଼। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଚାନ୍ଦବାଲି ଦୁର୍ଗା ମନ୍ଦିରରେ। ମନ୍ଦିର ବନ୍ଦ ଥିବା ସତ୍ତ୍ୱେ ବାହାରେ ବହୁ ପରିମାଣର ଲୋକ ଜମା ହୋଇଥିଲେ। ପୂଜାର୍ଚ୍ଚନା କରିବାକୁ ବହୁ ସଂଖ୍ୟାରେ ଲୋକ ଏକାଠି ହୋଇଥିଲେ। କୋଭିଡ୍...
ଭୁବନେଶ୍ୱର: ବାଲେଶ୍ୱର ଉପନିର୍ବାଚନ ପ୍ରଚାର ବେଳେ ରଣେନ୍ଦ୍ର ବୟାନକୁ ନେଇ ବିବାଦ ଘନାଇବା ପରେ ପ୍ରତିକ୍ରିୟା ରଖିଛନ୍ତି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ତାଙ୍କ ଉପରେ ଲାଗିଥିବା ସମସ୍ତ ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା। ଦିବଙ୍ଗତ ମଦନ ମୋହନ ଦତ୍ତ ତାଙ୍କର ପ୍ରିୟ ସାଥି ଥିଲେ। ସେ ଏଭଳି କୌଣସି...
ଭୁବନେଶ୍ୱର: ରାଜ୍ୟରେ ହୁହୁ ହୋଇ ପିଆଜ ଦର ବଢ଼ୁଥିବା ବେଳେ ଚିନ୍ତାରେ ଖାଉଟି। ଏପଟେ ରାଜ୍ୟ ଯୋଗାଣ ମନ୍ତ୍ରୀଙ୍କ ସୂଚନା ଖାଉଟିଙ୍କ ଚିନ୍ତାକୁ ଆହୁରି ବଢ଼ାଇ ଦେଇଛି। ପିଆଜ ଦର ବୃଦ୍ଧି ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ରାଜ୍ୟ ଖାଉଟି କଲ୍ୟାଣମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ଆହୁରି ମାସେ...
ନୂଆଦିଲ୍ଲୀ: ବିହାର ନିର୍ବାଚନୀ ଇସ୍ତାହାରରେ ରାଜ୍ୟବାସୀଙ୍କୁ ମାଗଣା କୋଭିଡ୍ ଭ୍ୟାକ୍ସିନ ଯୋଗାଇ ଦେବାକୁ ବିଜେପି କହିବା ପରେ ଏହାକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ବିଭିନ୍ନ ଦଳ ବିଜେପିର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛନ୍ତି। ଏପଟେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ମଧ୍ୟ ମାଗଣା କୋଭିଡ୍ ଭ୍ୟାକ୍ସିନ ମିଳିବା...
ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ୧୮୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟିନରୁ ୪୪ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୧୩୮ରହିଛି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ। ସେହିପରି ଆଜି BMCରେ କରୋନାରୁ ୨୭୬ ଜଣ ସୁସ୍ଥ ହୋଇଥିବା ସୂଚନା ଦେଇଛି...
ନୂଆଦିଲ୍ଲୀ: ସତ ଠାରୁ କିପରି ପଳାୟନ କରିହେବ ତାହା ପ୍ରଧାନନ୍ତ୍ରୀଙ୍କ ଶିଖାନ୍ତି ବୋଲି କହି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ଏକ ଇଂରାଜୀ ଖବର କାଗଜରେ ଭାରତର ଜିଡିପି ସମ୍ପର୍କରେ ପ୍ରକାଶିତ ଏକ ଖବରକୁ ନେଇ ଏପରି ଟ୍ୱିଟ୍ କରିଛନ୍ତି ରାହୁଲ। ରାହୁଲ ଟ୍ୱିଟ...
ରାଉରକେଲା: ସୁନ୍ଦରଗଡ଼ ବୀରମିତ୍ରପୁର ଥାନାରେ ଦୁଷ୍କର୍ମ ଶିକାର ପୀଡ଼ିତା ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ରାଉରକେଲା ସ୍ଥିତ ଏସ୍ଓଏସ୍ ଭିଲେଜ୍ରୁ ନାବାଳିକା ନିଖୋଜ ହୋଇଥିବା ଅଭିଯୋଗ କରାଯାଇଛି। ଗତକାଲି ସଂଧ୍ୟାରୁ ନାବାଳିକାଙ୍କ କୌଣସି ପତ୍ତା ମିଳିନଥିବା ସଟ୍ ଷ୍ଟେ ହୋମ୍-ଏସ୍ଓଏସ୍ ଭିଲେଜ୍ ପକ୍ଷରୁ ଛେଣ୍ଡ ଥାନାରେ ଅଭିଯୋଗ ହୋଇଛି।...