ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ରାମଦାସ ଆଠୱାଲେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେ ତାଙ୍କ ଦଳର ଏକ ମିଶ୍ରଣପର୍ବର ଯୋଗ ଦେଇ ଫେରିବା ପରେ କରୋନା ପଜିଟିଭ୍ ହୋଇଥିବା ଜଣାପଡ଼ିଛି। ଆଠ୍ୱାଲେଙ୍କ ପାର୍ଟି (ରିପବ୍ଲିକାନ ପାର୍ଟି ଅଫ୍ ଇଣ୍ଡିଆ)ରେ ଅଭିନେତ୍ରୀ ପାୟଲ ଘୋଷ ଯୋଗ ଦେଇଥିଲେ। ଏଥିପାଇଁ ଏକ ସାଧାରଣରେ...
ମୁମ୍ବାଇ: ବାହା ହେବାକୁ ମନା କରିବାରୁ ଅଭିନେତ୍ରୀଙ୍କୁ ଛୁରାମାଡ଼ କଲେ ଫେସ୍ବୁକ ଫ୍ରେଣ୍ଡ। ସୋମବାର ଅଭିନେତ୍ରୀ ମାଲବୀ ମଲହୋତ୍ରାଙ୍କୁ ଛୁରାମାଡ଼ କରିଛନ୍ତି ତାଙ୍କ ଫେସ୍ବୁକ ବନ୍ଧୁ କୁମାର ମହିପାଲ ସିଂହ। ମୁମ୍ବାଇର ବରସୋଭାସ୍ଥିତ ଫିଶେରିସ୍ ୟୁନିଭର୍ସିଟି ରୋଡ୍ ନିକଟରେ ଘଟିଛି ଏଭଳି ଘଟଣା। ମାଲ୍ବୀ ଅନେକ ଟିବି ଶୋ’ରେ...
ନୂଆଦିଲ୍ଲୀ: ସେପ୍ଟେମ୍ବର ମାସର ଜାରି ହୋଇଥିବା ଅନ୍ଲକ୍ ୫.୦ ଗାଇଡ୍ ଲାଇନକୁ ନଭେମ୍ବର ଶେଷ ପର୍ଯ୍ୟନ୍ତ ବୃଦ୍ଧି କଲେ କେନ୍ଦ୍ର ସରକାର। ମଙ୍ଗଳବାର ଏନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। କଣ୍ଟେନମେଣ୍ଟ ଜୋନ୍ରେ ନଭେମ୍ବର ୩୦ ପର୍ଯ୍ୟନ୍ତ ଲକଡାଉନ୍ କଟକଣା ରହିବ। ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ମଧ୍ୟରେ...
ପୁରୀ: ପୁରୀ ଶ୍ରୀମନ୍ଦିର ବାଇଶି ପାହାଚର ମରାମତି ହେବ। ବର୍ଷ ବର୍ଷର ଏହି ଐତିହାସିକ ପାହାଚର ମରାମତି କରାଯିବ। ଏଥିଲାଗି ପ୍ରତ୍ନତତ୍ତ୍ୱ ବିଭାଗ ଟିମ୍ ବାଇଶି ପାହାଚ ଅନୁଧ୍ୟାନ କରିଛନ୍ତି। ଆବଶ୍ୟକ ପଡ଼ିଲେ ଦୁର୍ବଳ ପଥର ପରିବର୍ତ୍ତନ କରାଯିବ ବୋଲି ସୂଚନା ମିଳିଛି। ପୂର୍ବରୁ ଉତ୍ତର ଓ ପଶ୍ଚିମ...
ଭୁବନେଶ୍ୱର: IAS ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ସୁରେନ୍ଦ୍ର କୁମାରଙ୍କୁ ଓଡ଼ିଶା ଖଣି ନିଗମର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି। ଇସ୍ପାତ ଓ ଖଣି ବିଭାଗର ପ୍ରମୁଖ ସଚିବ ଅଛନ୍ତି ସୁରେନ୍ଦ୍ର କୁମାର। ସହିପରି ପରାଗ ଗୁପ୍ତାଙ୍କୁ ଓଡ଼ିଶା ଜଙ୍ଗଲ ଉନ୍ନୟନ ନଗମର ଅଧ୍ୟକ୍ଷ ଦାୟିତ୍ୱ...
ଭୁବନେଶ୍ୱର: ୧୯୯୯ କୋଲ୍ ବ୍ଳକ୍ ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ଗତକାଲି ସ୍ୱତନ୍ତ୍ର ସିବିଆଇ କୋର୍ଟ ଶୁଣାଇଥିବା ୩ ବର୍ଷର ଜେଲ୍ ଦଣ୍ଡାଦେଶକୁ ସସ୍ପେଣ୍ଡ କରିଛନ୍ତି ଦିଲ୍ଲୀ ହାଇକୋର୍ଟ। ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଖବର ଅନୁସାରେ,...
ଭୁବନେଶ୍ୱର: ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଭିନ୍ନ ବିଭାଗର ଛାତ୍ରବୃତ୍ତି ଲାଗି ଏବେ ରହିବ ଗୋଟିଏ ପୋର୍ଟାଲ। ଆଉ ଭିନ୍ନ ଭିନ୍ନ ପୋର୍ଟାଲ ଦେଖିବା ଆବଶ୍ୟକ ନାହିଁ। ଛାତ୍ରବୃତ୍ତି ପୋର୍ଟାଲ ଦ୍ୱାରା ରାଜ୍ୟର ୧୧ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ...
ଭୁବନେଶ୍ୱର: ଉପନିର୍ବାଚନ ପାଇଁ ଭର୍ଚୁଆଲ୍ କ୍ୟାମ୍ପେନ୍ କରିବେ ବିଜେଡି ସୁପ୍ରିମୋ। ଆସନ୍ତାକାଲି ତିର୍ତ୍ତୋଲ ଓ ତା ପରଦିନ ବାଲେଶ୍ୱରରେ ମୁଖ୍ୟମନ୍ତ୍ରୀ ଡିଜିଟାଲ ପ୍ରଚାର କରିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି। ତେବେ ନବୀନଙ୍କ ଭର୍ଚୁଆଲ ପ୍ରଚାର ସେମାନଙ୍କ ଦଳର ରଣନୀତି ଉପରେ କୌଣସି ପ୍ରଭାବ ପକାଇବ ନାହିଁ ବୋଲି ଉଭୟ...
ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ଭାରତରେ ୩୬ ହଜାର ୪୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହା ଗତ ୩ ମାସରେ ସର୍ବନିମ୍ନ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଆଜି ପ୍ରେସମିଟ୍ କରି ଏହି ସୂଚନା ଦେଇଛି। ଆଜି ଚିହ୍ନଟ ହୋଇଥିବା...
ଭୁବନେଶ୍ୱର: ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୨୦୧୦ ଆକ୍ରାନ୍ତ। କରୋନାରୁ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୬୮ ହଜାର ୧୧୫କୁ ବୃଦ୍ଧି ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୬୯ କରୋନା ଆକ୍ରାନ୍ତ ସୁସ୍ଥ...
ବାରିପଦା: ନଭେମ୍ବର ୧ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ। କରୋନା କଟକଣା ଭିତରେ ଶିମିଳିପାଳ ଅଭୟାରଣ୍ୟ ଖୋଲିବା ନେଇ ନିଷ୍ପତ୍ତି ହୋଇଛି। ପିଠାବଟା ପଟରୁ ୨୫ ଓ ଯଶୀପୁର କାଳିଆଣି ପଟୁ ୩୫ ଗାଡ଼ିକୁ ଅନୁମତି ମିଳିବ। ସକାଳ ୬ଟାରୁ ୯ଟା ଭିତରେ ପ୍ରବେଶ ପାଇଁ ଅନୁମତି ଦେବାକୁ ନିଷ୍ପତ୍ତି...
ପୁରୀ: ଶ୍ରୀମନ୍ଦିରରେ ରୁପା ଦ୍ୱାର କାମ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ଉନ୍ନୟନ ପ୍ରଶାସକ ଅଜୟ ଜେନାଙ୍କ ଅଧ୍ୟକ୍ଷତାରେ ଏନେଇ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ପ୍ରଥମେ ସାତ ପାହାଚ ଦ୍ୱାର ରୁପା ଛାଉଣି କରିବାକୁ ନିଷ୍ପତ୍ତି ନିଆଯାଇଛି। ଏଥିରୁ ଯେଉଁ ଅଭିଜ୍ଞତା ମିଳିବ ତାହାକୁ ଅନ୍ୟ ଦ୍ୱାର...
ଭୁବନେଶ୍ୱର: ଚଳିତବର୍ଷ ଶେଷ ପୂର୍ବରୁ ବସିବ ବିଧାନସଭା ଶୀତକାଳୀନ ଅଧିବେଶନ। ଡିସେମ୍ବର ୩୧ ପୂର୍ବରୁ ଶୀତକାଳୀନ ଅଧିବେଶନ ହେବ ବୋଲି ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ବିଧାନସଭା ବିଧି ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବା କଥା, କିନ୍ତୁ ତୃତୀୟ ଓ ଚତୁର୍ଥ ଅଧିବେଶନରେ...
ପୁରୀ: ପୁରୀ ବ୍ଲୁ ଫ୍ଲାଗ୍ ବିଚ୍ରେ ପର୍ଯ୍ୟଟକଙ୍କ ଭାସିଯିବା ଘଟଣାର ୨୪ ଘଣ୍ଟା ପରେ ମିଳିଲା ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ। ବ୍ଲୁ ଫ୍ଲାଗ୍ ବିଚ୍ରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ମୃତ ପର୍ଯ୍ୟଟକ ହେଲେ ୧୬ ବର୍ଷୀୟ ତାନିସ୍କ ବିନୟ। ଝାଡ଼ଖଣ୍ଡର ରାଞ୍ଚିର ଅଶୋକ ନଗରରେ ତାଙ୍କ ଘର।...
ନୂଆଦିଲ୍ଲୀ: ଟ୍ୱିଟରରେ ଲଦାଖକୁ ଚୀନର ଅଂଶବିଶେଷ କୁହାଯିବା ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି ସଂଯୁକ୍ତ ସଂସଦୀୟ କମିଟି। ଏନେଇ ଟ୍ୱିଟର ଠାରୁ ଲିଖିତ ଉତ୍ତର ମାଗିଛନ୍ତି ସଂଯୁକ୍ତ ସଂସଦୀୟ କମିଟି ଅଧ୍ୟକ୍ଷା ମିନାକ୍ଷୀ ଲେଖି। ଏହି ଘଟମାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରି ମିନାକ୍ଷୀ କହିଛନ୍ତି, ଏହା...