ମୁମ୍ବାଇ: ପୋଲ ଉପରୁ ନଦୀକୁ ଖସିପଡ଼ିଲା ବସ୍। ଗୋଟିଏ ପରିବାର ୫ ଜଣଙ୍କର ଜୀବନ ଯାଇଥିବା ବେଳେ ଅନ୍ୟ ୮ ଜଣ ଆହତ ହୋଇଛନ୍ତି। ମହାରାଷ୍ଟ୍ର ସତାରା ଜିଲ୍ଲା କରଦ ଟାଉନ୍ ଏଭଳି ବସ୍ ଦୁର୍ଘଟଣା ଘଟିଛି। ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ବସ୍ଟି ପିକନିକ୍ ପାଇଁ...
ଶ୍ରୀନଗର: ସେଣ୍ଟ୍ରାଲ ୟୁନିଭର୍ସିଟି ଅଫ୍ କାଶ୍ମୀର(ସିୟୁକେ)ରେ ଇସଲାମିକ ଷ୍ଟଡିରେ ଏମ୍ଏ ପାଇଁ ହୋଇଥିବା ପ୍ରବେଶିକା ପରୀକ୍ଷାରେ ସର୍ବଭାରତୀୟ ସ୍ତରରେ ଉତ୍ତୀର୍ଣ୍ଣ ହୋଇଛନ୍ତି ରାଜସ୍ଥାନ ଅଲୱାର ଅଞ୍ଚଳର ଶୁଭମ ଯାଦବ। ସେ କେବଳ ଉତ୍ତୀର୍ଣ୍ଣ ହୋଇନାହାନ୍ତି। ପ୍ରବେଶିକା ପରୀକ୍ଷାରେ ୯୩ ଜଣ ଉତ୍ତମ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରେ ତାଙ୍କ...
ନୂଆଦିଲ୍ଲୀ: ଆଜି ସାରା ଦେଶର ଆଲୋକର ପର୍ବ ଦୀପାବଳି ପାଳନ କରାଯାଉଛି। ଦୀପ ଓ ରଙ୍ଗବେରଙ୍ଗର ଆଲୋକମାଳାରେ ଆଲୋକିତ ଦେଶର ଗାଁ ଠୁ ସହର ଗଳିକନ୍ଦି। ନେତା ଠାରୁ ସାଧାରଣ ଜନତା, ଅଭିନେତା ଠାରୁ ଖେଳ ତରକା ସମସ୍ତେ କରୋନା କଟକଣା ସମୟରେ ନିୟମ ମାନି ପାଳନ କରୁଛନ୍ତି ଦୀପାବଳି।...
କୋଲକାତା: ଦୀପାବଳିରେ ଅଗ୍ନିକାଣ୍ଡ। ବାଣ ଫୁଟାଇବା ବେଳେ ବିହାରର ମୋତିହାର ବିଭିନ୍ନ ସ୍ଥାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅନେକ ଘର ନିଆଁରେ ଜଳିପୋଡ଼ି ପାଉଁଶ ହୋଇଯାଇଛି। ପ୍ରଥମେ ମୋତିହାରୀର ହରସିଦ୍ଧ ଓ ସୋନବର୍ଷା ଚୋକ୍ ଠାରେ ଅଗ୍ନିକାଣ୍ଡ ଖବର ଆସିଥିଲା। ଏହାପରେ ଗୋଟିଏ ପରେ ଗୋଟିଏ ଅଞ୍ଚଳରୁ ଅଗ୍ନିକାଣ୍ଡ...
ଭୁବନେଶ୍ୱର: ୨୪ ଘଣ୍ଟାରେ ରାଜ୍ୟରେ ୧୨୭୧ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ ସୂଚନାକୁ ମିଶାଇ ରାଜ୍ୟର ମୋଟ ସୁସ୍ଥ ସଂଖ୍ୟା ୨୯୬୫୧୬ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। ଆଜିର ସୁସ୍ଥ ସୂଚନା ମଧ୍ୟରୁ...
ୱାଶିଂଟନ: ଗତ ରାତିରେ ଦୀପାବଳି ପାଇଁ ସାରା ବିଶ୍ୱବାସୀଙ୍କୁ ଶୁଭକାମନା ଜଣାଇଛନ୍ତି ଆମେରିକା ରାଷ୍ଟ୍ରପତି ପାଇଁ ନିର୍ବାଚିତ ହୋଇଥିବା ଜୋ ବାଇଡେନ୍। ଏ ନେଇ ପ୍ରଥମେ ଇଂରାଜୀ ଟ୍ୱିଟ୍ କରିବା ସହିତ ହିନ୍ଦୀରେ ବର୍ଷର ଶୁଭକାମନା ଜଣାଇଛନ୍ତି। ସେ ଟ୍ୱିଟ୍ କରି ଲେଖିଛନ୍ତି “ଆଲୋକର ପର୍ବ ପାଳୁଥିବା ଲକ୍ଷ...
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀ ଓ ଏହାର ଆଖପାଖ ଅଂଚଳରେ ବାୟୁ ପ୍ରଦୂଷଣ ବୃଦ୍ଧି ପାଇଛି। ନଡ଼ା ଜାଳିବା ଓ ଦୀପାବଳିରେ ବାଣ ଫୁଟାଇବା ଯୋଗୁଁ ବାୟୁର ମାନ ସାଂଘାତିକ ସ୍ଥିତିରେ ପହଞ୍ଚିଛି। ସରକାରଙ୍କ ପକ୍ଷରୁ ବାଣ ଫୁଟାଇବାକୁ ବାରମ୍ବାର ବାରଣ କରାଯାଇଥିଲେ ମଧ୍ୟ କେତେକ ସ୍ଥାନରେ ବାଣ ଫୁଟିଥିବାରୁ...
ବେଜିଂ: ପ୍ୟାକେଟ୍ ଗୋମାଂସ ଓ ଚିଙ୍ଗୁଡ଼ିରେ କରୋନା ଭାଇରସ ଥିବା ଜଣାପଡ଼ିବା ପରେ ଚାଇନା ସତର୍କତା ଦେଖାଇଛି। ବ୍ରାଜିଲ୍ରୁ ଆସିଥିବା ବିଫ୍ ଓ ସାଉଦି ଆରବରୁ ଆସିଥିବା ଚିଙ୍ଗୁଡ଼ିରେ ଏହି ଭାଇରସ ଥିବା ଜଣାପଡ଼ିଛି। ଯଦିଓ ଥଣ୍ଡା ଖାଦ୍ୟରେ କରୋନା ବିପଦ କମ୍ ଥିବା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ...
ନୂଆଦିଲ୍ଲୀ: ଶନିବାର ଦେଶରେ ୪୧,୧୦୦ କରୋନା ଭାଇରସ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୮,୧୪,୫୭୯ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୨୪ ଘଣ୍ଟାରେ ୪୪୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦେଶର ମୋଟ ମୃତ୍ୟୁ ସଂଖ୍ୟା...
କୋଲକାତା: ବର୍ଷ ୨୦୨୦ ପୁଣି ଜଣେ କିମ୍ବଦନ୍ତି କଳାକାରଙ୍କୁ ଆମ ଗହଣରୁ ଛଡ଼ାଇ ନେଇଛି। ସେ ହେଲେ ପ୍ରଖ୍ୟାତ ଫିଲ୍ମ ଅଭିନେତା ସୌମିତ୍ର ଚାଟାର୍ଜୀ। କୋଲକାତାରେ ଘରୋଇ ନର୍ସିଂ ହୋମ୍ ବେଲ୍ଲେ ଭ୍ୟୁ କ୍ଲିନ୍କରେ ଚିକିତ୍ସା ଚାଲିଥିବା ବେଳେ ଆଜି ଦିନ ୧୨: ୧୫ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ...
ରାୟପୁର: ମୁଖ୍ୟମନ୍ତ୍ରୀଙ୍କୁ ଚାବୁକ୍ ମାଡ଼। କଥାଟି ଶୁଣି ଆଶ୍ଚଯ୍ୟ ଲାଗୁଥିଲେ ବି ଘଟଣାଟି ସତ। ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କୁ ଏହି ଚାବୁକ ମାଡ଼ ଖାଇବାକୁ ପଡ଼ିଛି। ତେବେ ଦୋଷ କରି ନୁହେଁ ବରଂ ସମସ୍ତଙ୍କ ମଙ୍ଗଳ କାମନା କରି ବଘେଲଙ୍କୁ ଚାବୁକ ମାଡ଼ ଖାଇବାକୁ ପଡ଼ିଛି। ଖବର ଅନୁସାରେ...
ଭୁବନେଶ୍ୱର: ବିଧାନସଭା ଶୀତ ଅଧିବେଶନ ପୂର୍ବରୁ ଆସନ୍ତା ୧୮ରେ ବସିବ ସର୍ବଦଳୀୟ ବୈଠକ। କରୋନା ମହାମାରୀ ସମୟ ହୋଇଥିବାରୁ ଏଥର ଶୀତ ଅଧିବେଶନ ପରିଚାଳନା କିପରି ହେବ, ସେନେଇ ଆଲୋଚନା କରିବାକୁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ବୁଧବାର ଦିନ ବିଧାନସଭା ପରିସରରେ ସବୁ ଦଳର ପ୍ରତିନିଧିଙ୍କ ସହ...
ପାଟନା: ସପ୍ତମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ହେବେ ନୀତିଶ କୁମାର। ପାଟନାରେ ଅନୁଷ୍ଠିତ ଏନ୍ଡିଏ ବୈଠକ ପରେ ମୁଖ୍ୟମନ୍ତ୍ରୀ ଭାବେ ନୀତୀଶଙ୍କ ନାଁ ଘୋଷଣା କରିଛନ୍ତି ଦଳୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂହ। ମିଳିଥିବା ସୂଚନା ଅନୁସାରେ ଆଉ କିଛି ସମୟ ପରେ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ...
ଇମ୍ଫାଲ: ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ୍ ସିଂହ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏ ନେଇ ସେ ଲେଖିଛନ୍ତି “ ମୁଁ କରୋନା ପଜିଟିଭ ଚିହ୍ନଟ ହୋଇଛି। ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି ଯେ ଯେଉଁମାନେ ମୋ ସଂସ୍ପର୍ଶରେ...
ଭୁବନେଶ୍ୱର: ବରମୁଣ୍ଡା ବସଷ୍ଟାଣ୍ଡରୁ ଚୋରି ହୋଇଥିବା ବସ୍ ବ୍ରହ୍ମପୁରରୁ ଠାବ ହୋଇଛି। ବଡ଼ ବଜାର ପୋଲିସ ବସ୍କୁ ଠାବ କରିଥିଲେ ବି ଚୋର ଧରା ପଡ଼ି ନାହିଁ। ବ୍ରହ୍ମପୁର ପୋଲିସ ଗାଡ଼ିକୁ ଜଗି ରହିଛି। ତେବେ ବସ୍ଟିକୁ କିଏ ଚୋରି କରିଛି, କେଉଁ ଉଦ୍ଦେଶ୍ୟରେ ଚୋରି କରିଥିଲା, ତାହାର...
ନୂଆଦିଲ୍ଲୀ: ଆଇସିୟୁରେ ଭର୍ତ୍ତି ହେଲେ ବରିଷ୍ଠ କଂଗ୍ରେସ ନେତା ଅହମଦ ପଟେଲ। ଅକ୍ଟୋବର ପ୍ରଥମ ସପ୍ତାହରେ କରୋନା ପଜିଟିଭ ଚିହ୍ନଟ ହେବା ପରେ ସେବେଠାରୁ ଡାକ୍ତରଙ୍କ ଚିକିତ୍ସାରେ ରହୁଥିଲେ ଅହମଦ। କିନ୍ତୁ ହଠାତ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗରୁତର ହେବାରୁ ତାଙ୍କୁ ଗୁରଗାଓଁର ମେଦାନ୍ତ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି।...
ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟାରେ ୨୯,୧୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୮,୭୪,୨୯୧ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଦିନକରେ ୪୪୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦେଶର ମୋଟ ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ସୁଦ୍ଧା...
ନୂଆଦିଲ୍ଲୀ: ଲଭ୍ ଜିହାଦ ବିପକ୍ଷରେ କଡ଼ା ଆଇନ୍ ଆଣିବାକୁ ବିଚାର କରୁଛନ୍ତି ମଧ୍ୟପ୍ରଦେଶ ସରକାର। ଏନେଇ ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର କହିଛନ୍ତି। ନୂଆ ଆଇନ୍ରେ ଲଭ୍ ଜିହାଦ ମାମଲା ଜାମିନ ବିହୀନ ହେବ ବୋଲି ବୋଲି ଶ୍ରୀ ମିଶ୍ର କହିଛନ୍ତି। ମଙ୍ଗଳବାର ଏନେଇ ସେ ଗଣମାଧ୍ୟମକୁ ସୂଚନା...
କୋଲକାତା: କାଳିପୂଜାରେ ଯୋଗଦେଇ ମୃତ୍ୟୁ ଧମକ ପାଇବା ପରେ କ୍ଷମା ମାଗିଲେ ବାଂଲାଦେଶ କ୍ରିକେଟ୍ ଟିମ୍ କ୍ୟାପ୍ଟେନ୍ ଶାକିବ ଅଲ ହସନ। ଏ ନେଇ ସେ ଏକ ଭିଡିଓ ଜାରି କରି କ୍ଷମାପ୍ରାର୍ଥନା କରିଛନ୍ତି। ଭିଡିଓରେ ଶାକିବ କହିଛନ୍ତି “ ମୁଁ ଜଣେ ମୁସ୍ଲିମ ଭାବରେ ସବୁବେଳେ ଗର୍ବ...
ପାଟନା: ନୀତୀଶ କୁମାରଙ୍କ ନେତୃତ୍ୱରେ ବିହାରରେ ଏନ୍ଡିଏ ସରକାର ଗଠନ କରିଛି। ଗତକାଲି ୧୪ ମନ୍ତ୍ରୀ ଶପଥ ନେଇଛନ୍ତି। ଆଜି ସେମାନଙ୍କ ପାଇଁ ବିଭାଗ ବଣ୍ଟନ ହେବ। ନୀତୀଶ ନିଜ ପାଖରେ ଗୃହମନ୍ତ୍ରାଳୟ, ସାଧାରଣ ପ୍ରଶାସନ, ଭିଜିଲାନ୍ସ ବିଭାଗ ରଖିଛନ୍ତି। ଏହିସବୁ ବିଭାଗ ମନ୍ତ୍ରୀମାନଙ୍କୁ ଦିଆଯାଇ ନାହିଁ। ସେହିଭଳି...