ବିଜୟୱାଡା: ଶ୍ରମିକଙ୍କୁ ନେଇ ଯାଉଥିବା ଟ୍ରାକ୍ଟର୍ ବିଦ୍ୟୁତ୍ ଖୁଣ୍ଟ ସଂସ୍ପର୍ଶରେ ଆସିବାରୁ ୯ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ ଅନେକ ଆହତ ହୋଇଥିବା ଖବର ମିଳିଛି। ଆହତମାନଙ୍କୁ ନିକଟସ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆନ୍ଧ୍ରପ୍ରଦେଶର ପ୍ରକାଶମ୍ ଜିଲ୍ଲାରେ ଏଭଳି ଦୁଃଖଦ ଘଟଣା ଘଟିଛି। ଗୁରୁବାର ସନ୍ଧ୍ୟାରେ ୩୦ ଜଣ...
ମୁମ୍ବାଇ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କ ସହିତ ୮ ଜଣ ପ୍ରାର୍ଥୀ ଗୁରୁବାର ରାଜ୍ୟ ବିଧାନ ପରିଷଦକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଉଦ୍ଧବଙ୍କ ବ୍ୟତୀତ ଶିବସେନା ପ୍ରାର୍ଥୀ ଉପସଭାପତି ନୀଲମ୍ ଗୋରହେ ଓ ବିଜେପିର ୪ ସଦସ୍ୟ, ରଞ୍ଜିତ ମୋହିତେ ପାଟିଲ୍, ଗୋପିଚାନ୍ଦ ପଦଲକର, ପ୍ରଭୀନ ଡାଟ୍କେ ଏବଂ...
ନୂଆଦିଲ୍ଲୀ: କରୋନା ଭାଇରସ୍ ପାଇଁ ଦେଶବ୍ୟାପୀ ଲକ୍ଡାଉନ୍ ଆରମ୍ଭ ହୋଇଥିବା ବେଳେ ଦୂରଦର୍ଶନ ଲୋକମାନଙ୍କର ମନୋରଞ୍ଜନ କରିବା ଗୋଟେ ପରେ ଗୋଟେ ପୁରୁଣା ଧାରାବାହିକର ପୁନଃ ପ୍ରସାରଣ କରି ଲୋକମାନଙ୍କ ସ୍ମୃତି ଉଦ୍ଜୀବୀତ କରୁଛି। ପ୍ରଥମେ ରାମାୟଣ ପରେ ମହାଭାରତ ତା ପରେ, ଶ୍ରୀକୃଷ୍ଣ, ସରକସ, ଶ୍ରୀମାନ ଶ୍ରୀମତୀ...
ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କ ୯୮ ବର୍ଷ ବୟସରେ ପରଲୋକ ହୋଇଛି। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ତାଙ୍କର ବିୟୋଗ ହୋଇଥିବା ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ ୧୯୨୨ ମସିହା ମେ ମାସ ୧୧...
ନୂଆଦିଲ୍ଲୀ: ୭୮ ହଜାର ଟପିଲା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ପ୍ରାୟ ୪ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ମୋଟ ପଜିଟିଭ୍ ସଂଖ୍ୟା ୭୮ ହଜାର ୩ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ହଜାର ୫୪୯ଜଣଙ୍କ ମୃତ୍ୟୁ ଘଟିଛି। ୪୨...
ନୂଆଦିଲ୍ଲୀ: ଦୁବାଇରୁ ଆସୁଛନ୍ତି ପ୍ରବାସୀ ଓଡ଼ିଆ। ବନ୍ଦେ ଭାରତ ମିଶନରେ ପ୍ରବାସୀ ଭାରତୀୟଙ୍କୁ ସ୍ୱଦେଶ ଫେରାଇ ଆଣିବା ପ୍ରକ୍ରିୟା ଜାରି ରହିଛି। ଏହି କ୍ରମରେ ପ୍ରବାସୀ ଭାରତୀୟଙ୍କୁ ନେଇ ଦୁବାଇରୁ ଏୟାର ଇଣ୍ଡିଆର ଏକ ସ୍ୱତନ୍ତ୍ର ବିମାନ ଭାରତ ଆସୁଛି। କିଛି ସମୟ ପୂର୍ବରୁ ଦୁବାଇ ବିମାନ ବନ୍ଦର...
ଭୁବନେଶ୍ୱର: କରୋନା ଏମରଜେନ୍ସି ନମ୍ବରକୁ ପୁଣି ଆସିଲାଣି ଫେକ୍ କଲ୍। କରୋନା ଭାଇରସ ସମ୍ପର୍କରେ ତଥ୍ୟ ଏବଂ ସହାୟତା ପାଇଁ ଜାରି ୧୦୪ ହେଲ୍ପ ଲାଇନ୍ ନମ୍ବରକୁ ଫେକ୍ କଲ୍ କରୁଛନ୍ତି କିଛି ଆସାମାଜିକ ଯୁବକ। ସହାୟତା କେନ୍ଦ୍ରର ମହିଳା କର୍ମଚାରୀଙ୍କୁ ହଇରାଣ ହରକତ କରୁଥିବା ଅଭିଯୋଗ ଆସିଛି।...
କଟକ: ପ୍ରବାସୀ ଓଡ଼ିଆଙ୍କ ପଞ୍ଜିକରଣ ପାଇଁ କେବଳ ଆଧାର ନୁହେଁ , ସମସ୍ତ ସରକାରୀ ପରିଚୟ ପତ୍ର ଲାଗୁ ହେବ। ଏପରିକି କୌଣସି କାଗଜ ପତ୍ର ନଥିବା ଲୋକମାନେ ମଧ୍ୟ ସରପଞ୍ଚଙ୍କ ସ୍ୱୀକୃତି ପତ୍ର ଜରିଆରେ ପଞ୍ଜିକୃତ କରିପାରିବେ ବୋଲି କହିଛନ୍ତି ହାଇକୋର୍ଟ। ଆବେଦନକାରୀ ମହେନ୍ଦ୍ର ପରିଡ଼ାଙ୍କ ପକ୍ଷରୁ...
ନୂଆଦିଲ୍ଲୀ: ଗୁରବାର ୨୦ ଲକ୍ଷ କୋଟି ଆତ୍ମ ନିର୍ଭର ଭାରତ ଯୋଜନାର ଦ୍ୱିତୀୟ ପର୍ଯ୍ୟା ଅର୍ଥ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଆଜିର ଅର୍ଥ ଘୋଷଣା ପ୍ରବାସୀ ଶ୍ରମିକ, ସ୍ୱ ରୋଜଗାରୀ ବ୍ୟକ୍ତି, ବ୍ୟବସାୟୀ, ରାସ୍ତାକଡ଼ ଦୋକାନୀଙ୍କ ଓ କ୍ଷୁଦ୍ର ଚାଷୀଙ୍କ ପାଇଁ ଉଦ୍ଦିଷ୍ଟ ଥିଲା। କିନ୍ତୁ...
ନୂଆଦିଲ୍ଲୀ: ଆଜି ୨୦ ଲକ୍ଷ କୋଟିର ଆତ୍ମନିର୍ଭର ଭାରତ ପ୍ୟାକେଜ୍ର ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ଘୋଷଣା କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଗତକାଲି ପ୍ରଥମ ପର୍ଯ୍ୟାୟ ଆର୍ଥିକ ଘୋଷଣାରେ MSME ପାଇଁ ୩ ଲକ୍ଷ କୋଟି ଟଙ୍କାର ଋଣ ଦେବାକୁ ଘୋଷଣା ହୋଇଥିଲା। ବାର୍ଷିକ ୧୦୦ କୋଟି ଟଙ୍କା...
ନୂଆଦିଲ୍ଲୀ: ଆଜି ପୁଣି ୪ ବେଳେ ୨୦ ଲକ୍ଷ କୋଟିର ଆତ୍ମନିର୍ଭର ଭାରତ ପ୍ୟାକେଜ୍ର ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ଘୋଷଣା କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ପ୍ରବାସୀ ଶ୍ରମିକ, ସ୍ୱ ରୋଜଗାରୀ ବ୍ୟକ୍ତି ଓ ରାସ୍ତାକଡ଼ ଦୋକାନୀଙ୍କ ପାଇଁ ଆଜିର ପ୍ୟାକେଜ୍ର ଘୋଷଣା ହୋଇଛି। ଆଜି ୯ ଷ୍ଟେପରେ...
ଭୁବନେଶ୍ୱର: ରେଳ ବା ବିମାନ ଯୋଗେ ରାଜ୍ୟକୁ ଫେରିବାକୁ ଥିବା ଲୋକଙ୍କ ପାଇଁ କେନ୍ଦ୍ର ଜାରି କରିଥିବା ସ୍ୱତନ୍ତ୍ର ଗାଇଡଲାଇନ ସଂପର୍କରେ ସୂଚନା ଦେଇଛନ୍ତି SRC ପ୍ରଦୀପ ଜେନା। ସେ କହିଛନ୍ତି, ଲୋକମାନେ ଓଡ଼ିଶା ଆସିବା ପୂର୍ବରୁ ସରକାରଙ୍କ ପୋର୍ଟାଲରେ ପଂଜୀକରଣ କରିବେ ସେମାନେ ପଂଜୀକରଣ କରିନଥିଲେ, ସରକାର...